Advertisment

ମେ’ ରେ ମ୍ୟାଟ୍ରିକ୍‌ ରେଜଲ୍ଟ

କଟକ(ଓଡ଼ିଶା ରିପୋର୍ଟର): ସରିଲା ମ୍ୟାଟ୍ରିକ ପରୀକ୍ଷା ଖାତାଦେଖା। ଆସନ୍ତା ମେ ମାସ ସୁଦ୍ଧା ବାହାରିବ ମ୍ୟାଟ୍ରିକ ପରୀକ୍ଷା ଫଳ। ଏନେଇ ସୂଚନା ଦେଇଛନ୍ତି ବୋର୍ଡ ସଂପାଦକ ରାମାଶିଷ ହାଜରା। ଏଥର ତ୍ରୁଟିଶୂନ୍ୟ ମୂଲ୍ୟାୟନ ହୋଇଥିବା ସେ କହିଛନ୍ତି। ଚଳିତବର୍ଷ ୫ ଲକ୍ଷ ୮୭ ହଜାର ଛାତ୍ରଛାତ୍ରୀ ମ୍ୟାଟ୍ରିକ୍‌ ପରୀକ୍ଷା ଦେଇଛନ୍ତି। ଚଳିତବର୍ଷ ବାଦ ବିବାଦ ଭିତରେ ପରୀକ୍ଷା ହୋଇଥିଲା। ପ୍ରଥମ ଦିନରେ ମାତୃଭାଷା ଓଡ଼ିଆ ପରୀକ୍ଷା ହୋଇଥିଲା। ପରୀକ୍ଷା ଆରମ୍ଭ ହେବାର କିଛି ସମୟ ପରେ ସୋଶାଲ୍‌ ମିଡିଆରେ […]

ଅଦ୍ୟତନ ହୋଇଛି
କେଉଁ ଆଧାରରେ ମୂଲ୍ୟାୟନ ହେବ ମ୍ୟାଟ୍ରିକ୍ ରେଜଲ୍ଟ?

Matric

Advertisment

କଟକ(ଓଡ଼ିଶା ରିପୋର୍ଟର): ସରିଲା ମ୍ୟାଟ୍ରିକ ପରୀକ୍ଷା ଖାତାଦେଖା। ଆସନ୍ତା ମେ ମାସ ସୁଦ୍ଧା ବାହାରିବ ମ୍ୟାଟ୍ରିକ ପରୀକ୍ଷା ଫଳ। ଏନେଇ ସୂଚନା ଦେଇଛନ୍ତି ବୋର୍ଡ ସଂପାଦକ ରାମାଶିଷ ହାଜରା। ଏଥର ତ୍ରୁଟିଶୂନ୍ୟ ମୂଲ୍ୟାୟନ ହୋଇଥିବା ସେ କହିଛନ୍ତି।

Advertisment

ଚଳିତବର୍ଷ ୫ ଲକ୍ଷ ୮୭ ହଜାର ଛାତ୍ରଛାତ୍ରୀ ମ୍ୟାଟ୍ରିକ୍‌ ପରୀକ୍ଷା ଦେଇଛନ୍ତି। ଚଳିତବର୍ଷ ବାଦ ବିବାଦ ଭିତରେ ପରୀକ୍ଷା ହୋଇଥିଲା। ପ୍ରଥମ ଦିନରେ ମାତୃଭାଷା ଓଡ଼ିଆ ପରୀକ୍ଷା ହୋଇଥିଲା। ପରୀକ୍ଷା ଆରମ୍ଭ ହେବାର କିଛି ସମୟ ପରେ ସୋଶାଲ୍‌ ମିଡିଆରେ ପ୍ରଶ୍ନପତ୍ର ଘୁରି ବୁଲୁଥିଲା। ପ୍ରଥମେ ଏହା ଏକ ଗୁଜବ ବୋଲି କୁହାଯାଇଥିଲେ ହେଁ ଭାଇରାଲ୍‌ ହୋଇଥିବା ପ୍ରଶ୍ନପତ୍ର ଓ ଅରିଜିନାଲ୍‌ ପ୍ରଶ୍ନପତ୍ର ମେଳ ଖାଇଥିଲା। ତା’ପରେ ଇଂରାଜୀ, ଗଣିତ ପ୍ରଶ୍ନପତ୍ର ମଧ୍ୟ ଭାଇରାଲ୍‌ ହୋଇଥିଲା। ଯାହାକୁ ନେଇ ବୋର୍ଡର କାର୍ଯ୍ୟଦକ୍ଷତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିଲା।

୬୦ଟି କେନ୍ଦ୍ରରେ ଖାତା ମୂଲ୍ୟାୟନ ହୋଇଥିଲା। ୧୬ ହଜାର ୩୦ ଜଣ ଶିକ୍ଷକ ମୂଲ୍ୟାୟନ ପ୍ରକ୍ରିୟାରେ ସାମିଲ ହୋଇଥିଲେ।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe