ମାଟ୍ରିକ ରେଜଲ୍ଟ ଖରାପ ହେବାରୁ ଛାତ୍ରୀଙ୍କ ଆତ୍ମହତ୍ୟା

ଭଦ୍ରକ: ମାଟ୍ରିକ ରେଜଲ୍ଟ ଖରାପ ହେବା କାରଣରୁ ଭଦ୍ରକ ଜିଲ୍ଲା ଭଣ୍ଡାରୀପୋଖରୀ ବ୍ଲକ ଚିଙ୍ଗିଡିପୁର ଜଗନ୍ନାଥ ଉଚ୍ଚ ବିଦ୍ୟାପୀଠର ଛାତ୍ରୀ ପ୍ରିୟଙ୍କା ପ୍ରିୟଦର୍ଶନୀ ଜେନା ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତା ପ୍ରିୟଙ୍କାଙ୍କ ଘର ମିରହସନପୁରରେ ବୋଲି ଜଣାପଡିଛି। ଆଜି ପ୍ରକାଶ ପାଇଥିବା ମାଟ୍ରିକ ପରୀକ୍ଷାରେ ପ୍ରିୟଙ୍କା ଅକୃତକାର୍ଯ୍ୟ ହୋଇଥିଲେ। ଏଥିରେ ସେ ମାନସିକ ଭାରସାମ୍ୟ ହରାଇ ଘରେ କେହି ନ ଥିବା ବେଳେ ସେ ଆତ୍ମହତ୍ୟା କରିଦେଇଥିଲେ।

bhadrak

bhadrak

Rakesh Mallick
  • Published: Wednesday, 27 April 2016
  • Updated: 27 April 2016, 12:38 PM IST

Sports

Latest News

ଭଦ୍ରକ: ମାଟ୍ରିକ ରେଜଲ୍ଟ ଖରାପ ହେବା କାରଣରୁ ଭଦ୍ରକ ଜିଲ୍ଲା ଭଣ୍ଡାରୀପୋଖରୀ ବ୍ଲକ ଚିଙ୍ଗିଡିପୁର ଜଗନ୍ନାଥ ଉଚ୍ଚ ବିଦ୍ୟାପୀଠର ଛାତ୍ରୀ ପ୍ରିୟଙ୍କା ପ୍ରିୟଦର୍ଶନୀ ଜେନା ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତା ପ୍ରିୟଙ୍କାଙ୍କ ଘର ମିରହସନପୁରରେ ବୋଲି ଜଣାପଡିଛି।

ଆଜି ପ୍ରକାଶ ପାଇଥିବା ମାଟ୍ରିକ ପରୀକ୍ଷାରେ ପ୍ରିୟଙ୍କା ଅକୃତକାର୍ଯ୍ୟ ହୋଇଥିଲେ। ଏଥିରେ ସେ ମାନସିକ ଭାରସାମ୍ୟ ହରାଇ ଘରେ କେହି ନ ଥିବା ବେଳେ ସେ ଆତ୍ମହତ୍ୟା କରିଦେଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos