/odisha-reporter/media/post_attachments/uploads/2020/03/matric00.jpg)
matric00
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଜୁଲାଇ ୩୧ ଭିତରେ ପ୍ରକାଶ ପାଇବ ମ୍ୟାଟ୍ରିକ୍ ପରୀକ୍ଷା ଫଳ। ସ୍କୁଲ୍ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ଦାଶ ଏହି ସୂଚନା ଦେଇଛନ୍ତି।
Advertisment
ସେ କହିଛନ୍ତି, ମ୍ୟାଟ୍ରିକ୍ ଖାତା ଦେଖା ସରିଯାଇଛି। ଏବେ ଟାବୁଲେସନ ଚାଲିଛି।
ଶ୍ରୀ ଦାଶ ଆହୁରି କହିଛନ୍ତି, ଯୁକ୍ତ ୨ ଖାତା ମୂଲ୍ୟାୟନରେ ସମସ୍ୟା ହେଉଛି। ଶଟ୍ଡାଉନ୍ ପାଇଁ ଶିକ୍ଷକ ମୂଲ୍ୟାୟନ କେନ୍ଦ୍ରକୁ ଆସୁ ନାହାନ୍ତି। ଏନେଇ ଜିଲ୍ଲାପାଳମାନଙ୍କୁ ଜଣାଇବାକୁ ମୁଖ୍ୟ ସଚିବଙ୍କୁ ଚିଠି ଲେଖିବି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
