Advertisment

୩୧ ଭିତରେ ପ୍ରକାଶ ପାଇବ ମ୍ୟାଟ୍ରିକ୍ ରେଜଲ୍ଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଜୁଲାଇ ୩୧ ଭିତରେ ପ୍ରକାଶ ପାଇବ ମ୍ୟାଟ୍ରିକ୍‌ ପରୀକ୍ଷା ଫଳ। ସ୍କୁଲ୍ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ଦାଶ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ମ୍ୟାଟ୍ରିକ୍‌ ଖାତା ଦେଖା ସରିଯାଇଛି। ଏବେ ଟାବୁଲେସନ ଚାଲିଛି। ଶ୍ରୀ ଦାଶ ଆହୁରି କହିଛନ୍ତି, ଯୁକ୍ତ ୨ ଖାତା ମୂଲ୍ୟାୟନରେ ସମସ୍ୟା ହେଉଛି। ଶଟ୍‌ଡାଉନ୍‌ ପାଇଁ ଶିକ୍ଷକ ମୂଲ୍ୟାୟନ କେନ୍ଦ୍ରକୁ ଆସୁ ନାହାନ୍ତି। ଏନେଇ ଜିଲ୍ଲାପାଳମାନଙ୍କୁ ଜଣାଇବାକୁ ମୁଖ୍ୟ ସଚିବଙ୍କୁ ଚିଠି ଲେଖିବି।

ଅଦ୍ୟତନ ହୋଇଛି
୩୧ ଭିତରେ ପ୍ରକାଶ ପାଇବ ମ୍ୟାଟ୍ରିକ୍ ରେଜଲ୍ଟ

matric00

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଜୁଲାଇ ୩୧ ଭିତରେ ପ୍ରକାଶ ପାଇବ ମ୍ୟାଟ୍ରିକ୍‌ ପରୀକ୍ଷା ଫଳ। ସ୍କୁଲ୍ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ଦାଶ ଏହି ସୂଚନା ଦେଇଛନ୍ତି।

Advertisment

ସେ କହିଛନ୍ତି, ମ୍ୟାଟ୍ରିକ୍‌ ଖାତା ଦେଖା ସରିଯାଇଛି। ଏବେ ଟାବୁଲେସନ ଚାଲିଛି।

ଶ୍ରୀ ଦାଶ ଆହୁରି କହିଛନ୍ତି, ଯୁକ୍ତ ୨ ଖାତା ମୂଲ୍ୟାୟନରେ ସମସ୍ୟା ହେଉଛି। ଶଟ୍‌ଡାଉନ୍‌ ପାଇଁ ଶିକ୍ଷକ ମୂଲ୍ୟାୟନ କେନ୍ଦ୍ରକୁ ଆସୁ ନାହାନ୍ତି। ଏନେଇ ଜିଲ୍ଲାପାଳମାନଙ୍କୁ ଜଣାଇବାକୁ ମୁଖ୍ୟ ସଚିବଙ୍କୁ ଚିଠି ଲେଖିବି।

Matric Result Odisha Board Result
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe