ଆଜି ୪ଟାରେ ବାହାରିବ ମାଟ୍ରିକ୍ ଅଫ୍‌ଲାଇନ୍ ପରୀକ୍ଷା ଫଳ

କଟକ (ଓଡ଼ିଶା ରିପୋର୍ଟର): ଆଜି ଅପରାହ୍ନ ୪ଟାରେ ପ୍ରକାଶ ପାଇବ ମାଟ୍ରିକ୍‌ ଅଫ୍‌ଲାଇନ୍‌ ପରୀକ୍ଷା ଫଳ। ମୋଟ ୧୫, ୧୩୬ ଜଣ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ ପାଇବ। ଏମାନେ ପୂର୍ବରୁ ବୋର୍ଡ ଦ୍ୱାରା ପ୍ରକାଶିତ ପରୀକ୍ଷା ଫଳରେ ଅସନ୍ତୁଷ୍ଟ ହୋଇ ପରୀକ୍ଷା ଦେଇଥିଲେ। କରୋନା ଯୋଗୁ ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷା ହୋଇ ପାରି ନଥିଲା। ତେଣୁ ବୋର୍ଡ ପକ୍ଷରୁ ବିକଳ୍ପ ବ୍ୟବସ୍ଥା ଯୋଗେ ଛାତ୍ରଛାତ୍ରୀଙ୍କର ମୂଲ୍ୟାୟନ କରାଯାଇ ଜୁନ୍ ୨୫ ତାରିଖରେ ମାଟ୍ରିକ୍ ପରୀକ୍ଷା […]

Board

Board

Jitendra Garnayak
  • Published: Tuesday, 24 August 2021
  • Updated: 24 August 2021, 01:55 PM IST

Sports

Latest News

କଟକ (ଓଡ଼ିଶା ରିପୋର୍ଟର): ଆଜି ଅପରାହ୍ନ ୪ଟାରେ ପ୍ରକାଶ ପାଇବ ମାଟ୍ରିକ୍‌ ଅଫ୍‌ଲାଇନ୍‌ ପରୀକ୍ଷା ଫଳ। ମୋଟ ୧୫, ୧୩୬ ଜଣ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ ପାଇବ। ଏମାନେ ପୂର୍ବରୁ ବୋର୍ଡ ଦ୍ୱାରା ପ୍ରକାଶିତ ପରୀକ୍ଷା ଫଳରେ ଅସନ୍ତୁଷ୍ଟ ହୋଇ ପରୀକ୍ଷା ଦେଇଥିଲେ।

କରୋନା ଯୋଗୁ ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷା ହୋଇ ପାରି ନଥିଲା। ତେଣୁ ବୋର୍ଡ ପକ୍ଷରୁ ବିକଳ୍ପ ବ୍ୟବସ୍ଥା ଯୋଗେ ଛାତ୍ରଛାତ୍ରୀଙ୍କର ମୂଲ୍ୟାୟନ କରାଯାଇ ଜୁନ୍ ୨୫ ତାରିଖରେ ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶ କରାଯାଇଥିଲା। ତେବେ ଏହି ପରୀକ୍ଷା ଫଳରେ କିଛି ଛାତ୍ରଛାତ୍ରୀ ଅସନ୍ତୁଷ୍ଟ ପ୍ରକାଶ କରିଥିଲେ। ସେମାନଙ୍କ ମଧ୍ୟରୁ ଏହି ୧୫,୧୩୬ ଜଣ ଅଫ୍‌ଲାଇନ୍‌ରେ ଅର୍ଥାତ୍ ପରୀକ୍ଷା କେନ୍ଦ୍ରକୁ ଆସି ପରୀକ୍ଷା ଦେଇଥିଲେ।

ବୋର୍ଡ ତା’ର ପୂର୍ବ ଘୋଷଣା ମୁତାବକ ଅସନ୍ତୁଷ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ଜୁଲାଇ ୫ ତାରିଖରୁ ଫର୍ମ ଫିଲ୍‌ଅପ୍ ଆରମ୍ଭ କରିଥିଲା, ଯାହା ଜୁଲାଇ ୧୪ ତାରିଖ ପର୍ଯ୍ୟନ୍ତ ଚାଲିଥିଲା। ଏହା ପରେ ଜୁଲାଇ ୩୦ ତାରିଖରୁ ପରୀକ୍ଷା ଆରମ୍ଭ ହୋଇଥିଲା।

ସୂଚନାଯୋଗ୍ୟ, ଜୁନ୍ ମାସରେ ବୋର୍ଡ ଯେଉଁ ଫଳ ପ୍ରକାଶ କରିଥିଲା, ସେଥିରେ ୯୭.୮% ଛାତ୍ରଛାତ୍ରୀ ପାସ୍ କରିଥିଲେ। ମୋଟ ୫, ୭୪, ୧୨୫ ପିଲାଙ୍କର ମୂଲ୍ୟାୟନ କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୫, ୬୨, ୦୧୦ ଜଣ ପାସ୍ କରିଥିଲେ। ସେମାନଙ୍କ ମଧ୍ୟରେ ୨,୮୦,୩୫୨ ଜଣ ଛାତ୍ର ଥିବା ବେଳେ ୨,୮୧,୬୫୮ ଜଣ ଛାତ୍ରୀ ଥିଲେ।  ପାସ୍‌ କରିଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୨୬୫୬ ଜଣ A1 ଗ୍ରେଡ୍‌ ପାଇଥିବା ବେଳେ ୨୨, ୧୩୧ ଜଣ A2, ୫୨, ୧୯୯ ଜଣ B1 ଓ ୯୪, ୪୭୫ ଜଣ B2 ଗ୍ରେଡ୍‌ ପାଇଥିଲେ। ସେହିପରି ୧,୩୭,୦୧୪ ଜଣ ‘ସି’ ଗ୍ରେଡ୍‌ରେ ପାସ୍ କରିଥିବା ବେଳେ ୧,୫୧,୬୩୯ ଜଣ ‘ଡି’ ଗ୍ରେଡ୍‌ ଓ ୧,୦୧,୭୯୬ ଜଣ ‘ଇ’ ଗ୍ରେଡ୍ ପାଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story