ଆଜି ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ପ୍ରକାଶ ପାଇବ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ ରେଜଲ୍ଟ। ଏଥିପାଇଁ ବୋର୍ଡ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ହୋଇଛି। ଆଜି ସକାଳ ୯ଟାରେ ଫଳାଫଳ ପ୍ରକାଶ ପାଇବ। ମଧ୍ୟାହ୍ନ ୧୨ଟାରୁ ଛାତ୍ରଛାତ୍ରୀ ବୋର୍ଡର ୱେବସାଇଟ୍ WWW.bseodisha.nic.inରେ ଲଗ୍ ଇନ୍ କରି ଫଳାଫଳ ଦେଖିପାରିବେ। ଏହାବ୍ୟତୀତ ବୋର୍ଡ ପକ୍ଷରୁ ଖୋଲା ଯାଇଥିବା ଟୋଲ୍ ଫ୍ରି ନମ୍ବର ୦୬୭୧-୨୪୧୨୦୬୦ ଏବଂ ୦୬୭୧-୨୪୧୨୦୫୯କୁ କଲ୍ କରି ଛାତ୍ରଛାତ୍ରୀ ରେଜଲ୍ଟ ଜାଣିପାରିବେ। ଯେ […]

matric

matric

Rakesh Mallick
  • Published: Monday, 07 May 2018
  • Updated: 07 May 2018, 07:28 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ପ୍ରକାଶ ପାଇବ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ ରେଜଲ୍ଟ। ଏଥିପାଇଁ ବୋର୍ଡ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ହୋଇଛି। ଆଜି ସକାଳ ୯ଟାରେ ଫଳାଫଳ ପ୍ରକାଶ ପାଇବ। ମଧ୍ୟାହ୍ନ ୧୨ଟାରୁ ଛାତ୍ରଛାତ୍ରୀ ବୋର୍ଡର ୱେବସାଇଟ୍ WWW.bseodisha.nic.inରେ ଲଗ୍ ଇନ୍ କରି ଫଳାଫଳ ଦେଖିପାରିବେ। ଏହାବ୍ୟତୀତ ବୋର୍ଡ ପକ୍ଷରୁ ଖୋଲା ଯାଇଥିବା ଟୋଲ୍ ଫ୍ରି ନମ୍ବର ୦୬୭୧-୨୪୧୨୦୬୦ ଏବଂ ୦୬୭୧-୨୪୧୨୦୫୯କୁ କଲ୍ କରି ଛାତ୍ରଛାତ୍ରୀ ରେଜଲ୍ଟ ଜାଣିପାରିବେ। ଯେ କୌଣସି ମୋବାଇଲରେ OR10 SPACE ROLL NUMBER ଲେଖି ୫୬୭୬୭୫୦ ନମ୍ବରକୁ SMS କରି ପରୀକ୍ଷାଫଳ ପାଇପାରିବେ ଛାତ୍ରଛାତ୍ରୀ।

ଏବର୍ଷ ମାଟ୍ରିକ ପରୀକ୍ଷାର୍ଥୀଙ୍କ ସଂଖ୍ୟା ଥିଲା ୬ ଲକ୍ଷ ୮ହଜାର ୬ଶହ ୫୯। ମାର୍ଚ୍ଚ ୨୦ରୁ ଏପ୍ରିଲ ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷାଖାତାର ମୂଲ୍ୟାୟନ କରାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story