ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫର୍ମ ଫିଲପ୍ ୨୯ରେ

କଟକ: ଆସନ୍ତା ୨୯ ତାରିଖରୁ ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଲାଗି ଫର୍ମ ଫିଲପ୍ କରାଯିବ। ପ୍ରଥମ ଥର ଲାଗି ଅନ୍ ଲାଇରେ ଫର୍ମ ଫିଲପ୍ ଲାଗି ବ୍ୟବସ୍ଥା କରାଯାଇଛି। ଏହି ପ୍ରକ୍ରିୟା ୪ ଦିନ ଚାଲିବ। ବୋଲି ସୂଚନା ଦେଇଛନ୍ତି ବୋର୍ଡ ସଭାପତି ଦକ୍ଷ ପ୍ରସାଦ ନନ୍ଦ।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।