ବାଲିଗୁଡ଼ା (ଅଜିତ ନାୟକ): ଚଳିତମ୍ୟାଟ୍ରିକ ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖି କନ୍ଧମାଳ ଜିଲ୍ଲାରେ ଟପ୍ପର ହୋଇଛନ୍ତି ମିନାକ୍ଷୀ ମଲ୍ଲିକ। ତାଙ୍କ ପାଖକୁ ଏବେ ଚାରିଆଡୁ ସମ୍ବର୍ଦ୍ଧନାର ସୁଅ ଛୁଟିବାରେ ଲାଗିଛି। ଆଜି କନ୍ଧମାଳ ପିପୁଲସ ଫରୋମର ଏକ ଟିମ୍ ଗୁଇବନ୍ଧ ଗାଁକୁ ଯାଇ ମିନାକ୍ଷୀ ଓ ତାଙ୍କ ପରିବାର ଲୋକଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। ଏଥିସହ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି।
ମିନାକ୍ଷୀ ମଲ୍ଲିକ ଅନେକ ଅଭାବ ଅସୁବିଧା ସମ୍ମୁଖୀନ ହୋଇ ପାଠ ପଢ଼ିଛନ୍ତି। ପରିଶ୍ରମ କରିଥିବାରୁ ଆଜି ସେ ସଫଳତା ପାଇଛନ୍ତି। ଆଉ କନ୍ଧମାଳ ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି। ତାଙ୍କର ଏହି ସଫଳତା ପାଇଁ ସାରା ଜିଲ୍ଲା ଗୌରାବନ୍ୱିତ।
ଆଗାମୀ ଦିନରେ ମିନାକ୍ଷୀଙ୍କ ପାଠ ପଢିବା ପାଇଁ ସବୁ ପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି କନ୍ଧମାଳ ପିପୁଲସ ଫରୋମର ସଭାପତି କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନିଜେ ରଚିଥିଲେ ନିଜ ହତ୍ୟା ନାଟକ; ୩ ମାସ ପରେ ମାଡ଼ି ବସିଲା ପୁଲିସ୍
ରୋଜଗାରଠୁ ବଳିଗଲା ଖର୍ଚ୍ଚ। ଠିକ୍ ସମୟରେ ଦେଇ ହେଲାନି କିସ୍ତି ଟଙ୍କା। ଏଥିସହ ସବୁବେଳେ ଅପଦସ୍ଥ ହେବାକୁ ବି ଭଲ ଲାଗିଲାନି। ତେଣୁ ଏଥିରେ ଯବନିକା ପକାଇବାକୁ ମାଇକ୍ରୋ ଫାଇନାନ୍ସ କର୍ମଚାରୀଜଣକ କଲେ ସାଂଘାତିକ ଷଡଯନ୍ତ୍ର ।
Politics
‘୧୫ ଦିନରେ ସରିବ ସୁଭଦ୍ରା ଯାଞ୍ଚ; ଯୋଗ୍ୟ ମହିଳା ପାଇବେ ଟଙ୍କା’
୨୧ ବର୍ଷ ପୂରିଥିଲ ‘ସୁଭଦ୍ରା’ ଆବେଦନ କରିପାରିବେ। ଯେଉଁମାନଙ୍କର ଏହି ମାସରେ ୨୧ ବର୍ଷ ପୂରିଥିବ ସେ ବି ସୁଭଦ୍ରା ପାଇଁ ଆବେଦନ କରି ପାରିବେ। ଆବେଦନ କଲେ ସୁଭଦ୍ରା ଟଙ୍କା ପାଇପାରିବେ ବୋଲି କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ।
Crime
ଝିଅ ମୃତ୍ୟୁ ପରେ ମୁଣ୍ଡ ପିଟୁଛି ମା’; କହିଲା- ଯିଏ ନେଇଥିଲା, ସିଏ ଆସିଲେ ଉଠିବ ମୃତଦେହ
‘ମୋ’ ଝିଅ ୮ ମାସ ହେବ ଘରୁ ଚାଲି ଯାଇଥିଲା। ଗାଁର ଜଣେ ଯୁବକ ତାକୁ ନେଇ ଯାଇଥିଲା। ମାତ୍ର ଏବେ ତା’ ମୃତଦେହ ପାଇଲୁ। ତେଣୁ ସେ ଯାହା ସହ ଯାଇଥିଲା, ସେ ନ ଆସିବା ପର୍ଯ୍ୟନ୍ତ ଝିଅର ଶବ ପଡ଼ି ରହିବ ।’
Crime
ଦାଦନ ଖଟିବାକୁ ଯାଇ ଆଖି ବୁଜିଲେ ଓଡ଼ିଆ ଶ୍ରମିକ; ମା’ ଆଣିଲେ ହତ୍ୟା ଅଭିଯୋଗ
ଗତ ୨୩ ତାରିଖରେ ଗଣେଶ ଦାଦନ ଖଟିବାକୁ ଆନ୍ଧ୍ରପ୍ରଦେଶ ଯାଇଥିଲେ।
Miscellaneous
ସୀମାରେ ଅଟକିଛି ଶହ ଶହ ଆଳୁ ବୋଝେଇ ଟ୍ରକ୍; ଛାଡ଼ୁନି ପଶ୍ଚିମବଙ୍ଗ ସରକାର
ବୁଧବାର ରାତିରୁ ଲକ୍ଷ୍ମଣନାଥ ଟୋଲ ଗେଟ୍ରୁ ୨୫ କିମି ଦୂରରେ ତଥା ବେଲଦାରେ ଶତାଧିକ ଆଳୁ ଟ୍ରକ୍ ଅଟକି ରହିଛି।