ରାତି ପାହିଲେ ମାଟ୍ରିକ୍‌ ସମ୍ମେଟିଭ୍‌-୧ ପରୀକ୍ଷା, ବୋର୍ଡ ପକ୍ଷରୁ ବ୍ୟାପକ ପ୍ରସ୍ତୁତି

କଟକ (ଓଡ଼ିଶା ରିପୋର୍ଟର): ରାତିପାହିଲେ ଆରମ୍ଭ ହେବ ମାଟ୍ରିକ୍‌ ସମ୍ମେଟିଭ୍‌-୧ ପରୀକ୍ଷା। ସେଥିପାଇଁ ବୋର୍ଡ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ବିଭିନ୍ନ ନୋଡାଲ୍‌ ସେଣ୍ଟରକୁ ପ୍ରଶ୍ନପତ୍ର ପଠାଇ ଦିଆଯାଇଛି। ପରୀକ୍ଷାକୁ ଶୃଙ୍ଖଳିତ ଓ କପି ରୋକିବା ପାଇଁ ସ୍ୱତନ୍ତ୍ର ସ୍କ୍ୱାର୍ଡ  ଗଠନ କରାଯାଇଛି। ପରୀକ୍ଷା ଆରମ୍ଭ ହେବାର ୧୫ ମିନିଟ୍‌ ପୂର୍ବରୁ ପ୍ରଶ୍ନ ପତ୍ରର ସିଲ୍‌ ଖୋଲାଯିବ। ଚଳିତବର୍ଷ ୫ ଲକ୍ଷ ୪୦ ହଜାର ୭୧୨ ଜଣ ଛାତ୍ରଛାତ୍ରୀ ୩୦୨୯ଟି କେନ୍ଦ୍ରରେ ପରୀକ୍ଷା ଦେବେ। ସେହିପରି ମଧ୍ୟମାରେ […]

MATRIC

MATRIC

Manoranjan Sial
  • Published: Tuesday, 22 November 2022
  • Updated: 22 November 2022, 05:58 PM IST

Sports

Latest News

କଟକ (ଓଡ଼ିଶା ରିପୋର୍ଟର): ରାତିପାହିଲେ ଆରମ୍ଭ ହେବ ମାଟ୍ରିକ୍‌ ସମ୍ମେଟିଭ୍‌-୧ ପରୀକ୍ଷା। ସେଥିପାଇଁ ବୋର୍ଡ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ବିଭିନ୍ନ ନୋଡାଲ୍‌ ସେଣ୍ଟରକୁ ପ୍ରଶ୍ନପତ୍ର ପଠାଇ ଦିଆଯାଇଛି। ପରୀକ୍ଷାକୁ ଶୃଙ୍ଖଳିତ ଓ କପି ରୋକିବା ପାଇଁ ସ୍ୱତନ୍ତ୍ର ସ୍କ୍ୱାର୍ଡ  ଗଠନ କରାଯାଇଛି। ପରୀକ୍ଷା ଆରମ୍ଭ ହେବାର ୧୫ ମିନିଟ୍‌ ପୂର୍ବରୁ ପ୍ରଶ୍ନ ପତ୍ରର ସିଲ୍‌ ଖୋଲାଯିବ।

ଚଳିତବର୍ଷ ୫ ଲକ୍ଷ ୪୦ ହଜାର ୭୧୨ ଜଣ ଛାତ୍ରଛାତ୍ରୀ ୩୦୨୯ଟି କେନ୍ଦ୍ରରେ ପରୀକ୍ଷା ଦେବେ। ସେହିପରି ମଧ୍ୟମାରେ ୨୯୧୪ ଜଣ ପରୀକ୍ଷାର୍ଥୀଙ୍କ ପାଇଁ ୧୦୮ଟି କେନ୍ଦ୍ର ଥିବା ବେଳେ ଓପନ ସ୍କୁଲ୍‌ ସାର୍ଟିଫିକେଟ୍‌ ପାଇଁ ୭୧୮୧ ଜଣ ପରୀକ୍ଷାର୍ଥୀ ୧୪୬ଟି କେନ୍ଦ୍ରରେ ପରୀକ୍ଷା ଦେବେ।

ନକ୍ସଲ ପ୍ରଭାବିତ ଅଞ୍ଚଳରେ ୨୨ଟି ନୋଡାଲ ସେଣ୍ଟର୍ କରାଯାଇଛି। ଯେଉଁଥିରେ କନ୍ଧମାଳ ୭ଟି, ମାଲକାନଗିରି ୧୦ଟି, କୋରାପୁଟର ୫ଟି ଥାନାକୁ ସାମିଲ କରାଯାଇଛି। ଚଳିତବର୍ଷ ସ୍କୁଲଠାରୁ ୧୦ କିମି ଭିତରେ ସବୁ ସେଣ୍ଟର କରାଯାଇଛି। ପରୀକ୍ଷାର ପ୍ରଥମ ଦିନ ସକାଳ ୯ଟାରେ ଛାତ୍ରଛାତ୍ରୀମାନେ ସେଣ୍ଟର ଭିତରକୁ ପ୍ରବେଶ କରିବେ। ଅନ୍ୟଦିନରେ ସକାଳ ୯.୧୫ ମିନିଟ୍‌ରେ ପରୀକ୍ଷା କେନ୍ଦ୍ରକୁ ପ୍ରବେଶ କରିବେ। ପରୀକ୍ଷା ୧୦ଟାରୁ ଆରମ୍ଭ ହୋଇ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଚାଲିବ। କେବଳ ଗଣିତ ପରୀକ୍ଷାରେ ଅଧିକ ୧୫ ମିନିଟ୍‌ ସମୟ ମିଳିବ।

କପି ରୋକିବା ପାଇଁ ସେଣ୍ଟ୍ରାଲ ସ୍କ୍ୱାର୍ଡ ସହ  ଜିଲ୍ଲା ଶିକ୍ଷା ଅଧିକାରୀ ସ୍ତରୀୟ ସ୍କ୍ୱାର୍ଡ ଗଠନ ହୋଇଛି। ପରୀକ୍ଷା କେନ୍ଦ୍ର ଭିତରକୁ କେହି ମୋବାଇଲ୍ ନେଇପାରିବେ ନାହିଁ। ପରୀକ୍ଷାର୍ଥୀ କେବଳ ପେନ ଓ ଆଡମିଟ କାର୍ଡ ବ୍ୟତୀତ ଅନ୍ୟ କିଛି ନେବେନି ବୋଲି କହିଛନ୍ତି ବୋର୍ଡ ସଭାପତି। ଚଳିତଥର ସମ୍ମେଟିଭ୍‌- ୧ ଓ ସମ୍ମେଟି -୨ ପରୀକ୍ଷା ସହ ଇଣ୍ଟରନାଲ ଆସେସମେଣ୍ଟ ପରୀକ୍ଷାରୁ ପରୀକ୍ଷାର୍ଥୀଙ୍କ ମାର୍କ ମୂଲ୍ୟାଙ୍କନ କରାଯିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story