କରୋନା କଟକଣା ଭିତରେ ଆଜିଠୁ ଦଶମ ସମେଟିଭ ପରୀକ୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓମିକ୍ରନ୍‌ ଆଶଙ୍କା ଭିତରେ ଆଜିଠାରୁ ଆରମ୍ଭ ହେଉଛି ଦଶମ ଶ୍ରେଣୀର ସମେଟିଭ ପରୀକ୍ଷା । ଆଜି ପ୍ରଥମ ସିଟିଂରେ ଓଡ଼ିଆ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ଦ୍ୱିତୀୟ ସିଟିଂରେ ଗଣିତ ରହିଛି । ଏଥିଲାଗି ଛାତ୍ରଛାତ୍ରୀଙ୍କୁ ଅଧିକ ୧୫ ମିନିଟ୍ ସମୟ ମିଳିବ । ସକାଳ ୧୦ଟାରୁ ୧୧ଟା ଓ ଦିନ ୧୨ଟାରୁ ଗୋଟାଏ ଯାଏଁ ଦୁଇଟି ସିଟିଂରେ ପରୀକ୍ଷା ହେବ । ଚାରିଦିନ ଧରି ପରୀକ୍ଷା ଚାଲିବ। ପ୍ରଥମ ତିନିଦିନ ଥିଓରୀ ପରୀକ୍ଷା […]

exam

exam

Niharika Rout
  • Published: Wednesday, 05 January 2022
  • Updated: 05 January 2022, 10:44 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓମିକ୍ରନ୍‌ ଆଶଙ୍କା ଭିତରେ ଆଜିଠାରୁ ଆରମ୍ଭ ହେଉଛି ଦଶମ ଶ୍ରେଣୀର ସମେଟିଭ ପରୀକ୍ଷା । ଆଜି ପ୍ରଥମ ସିଟିଂରେ ଓଡ଼ିଆ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ଦ୍ୱିତୀୟ ସିଟିଂରେ ଗଣିତ ରହିଛି । ଏଥିଲାଗି ଛାତ୍ରଛାତ୍ରୀଙ୍କୁ ଅଧିକ ୧୫ ମିନିଟ୍ ସମୟ ମିଳିବ ।

ସକାଳ ୧୦ଟାରୁ ୧୧ଟା ଓ ଦିନ ୧୨ଟାରୁ ଗୋଟାଏ ଯାଏଁ ଦୁଇଟି ସିଟିଂରେ ପରୀକ୍ଷା ହେବ । ଚାରିଦିନ ଧରି ପରୀକ୍ଷା ଚାଲିବ। ପ୍ରଥମ ତିନିଦିନ ଥିଓରୀ ପରୀକ୍ଷା ଥିବାବେଳେ ୮ ତାରିଖରେ କେବଳ ପ୍ରାଟିକାଲ ପରୀକ୍ଷା ହେବ । ମଲଟିପୁଲ୍ ଚଏସ୍ ବେସଡ୍ ଓଏମ୍ଆର ସିଟ୍‌ରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ମୋଟ୍ ୫୦ ମାର୍କର ପରୀକ୍ଷା ହେବ । ଏଥିପାଇଁ ୩୧୧ଟି ନୋଡାଲ୍ ସେଣ୍ଟରରେ ପ୍ରଶ୍ନପତ୍ର ପହଞ୍ଚିସାରିଛି ।

ସକାଳ ୮ଟାରୁ ନୋଡାଲ୍ ସେଣ୍ଟରରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବ ପ୍ରଶ୍ନପତ୍ର । ଚଳିତ ବର୍ଷ ୫ଲକ୍ଷ ୭୬ ହଜାର ୨୨୩ ଜଣ ଛାତ୍ରଛାତ୍ରୀ ପ୍ରଥମ ଥର ଲାଗି ମାଟ୍ରିକ ସମେଟିଭ ପରୀକ୍ଷା ଦେବେ।  ପ୍ରତି କ୍ଲାସ୍‌ରୁମ୍‌ରେ ଅତି ବେଶୀରେ ୨୪ ଜଣ ଛାତ୍ରଛାତ୍ରୀ ବସିବେ । ସାମାଜିକ ଦୂରତା ସହ ମାସ୍କ ପିନ୍ଧିବା ଓ କୋଭିଡ ଗାଇଡ୍ ଲାଇନ୍‌କୁ କ଼ଡାକଡି ଭାବେ ପାଳନ କରିବାକୁ ବୋର୍ଡ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି  ।

ଗତ ବର୍ଷ କରୋନା ପାଇଁ ମାଟ୍ରିକ୍ ପରୀକ୍ଷା ବାତିଲ ହୋଇଥିଲା । ବିକଳ୍ପ ମୂଲ୍ୟାୟନ ଆଧାରରେ ମାର୍କ ଦିଆଯାଇଥିଲା । ଯାହାକୁ ନେଇ ରାଜ୍ୟବ୍ୟାପୀ ଅସନ୍ତୋଷ ଦେଖାଦେଇଥିଲା ।

ମାଧ୍ୟମିକ ଶିକ୍ଷା ପରିଷଦର ଅଦୂରଦର୍ଶିତା ଲାଗି ପିଲାଙ୍କ କ୍ୟାରିୟର ପ୍ରଭାବିତ ହୋଇଥିବା ଅଭିଯୋଗ ଆସିବା ପରେ ଚଳିତ ବର୍ଷଠାରୁ ପ୍ରଥମ ଥର ଲାଗି ୪ଟି ଫର୍ମେଟିଭ ଓ ଦୁଇଟି ସମ୍ମେଟିଭ ପରୀକ୍ଷା କରିବାକୁ ବୋର୍ଡ ଘୋଷଣା କରିଥିଲା । ଯାହାଦ୍ୱାରା ମହାମାରୀ ପାଇଁ ବୋର୍ଡ ପରୀକ୍ଷା ଯଦିବା ବାତିଲ୍ ହୁଏ ତେବେ ଫର୍ମେଟିଭ ଓ ସମ୍ମେଟିଭ ପରୀକ୍ଷା ଆଧାରରେ ମୂଲ୍ୟାୟନ କରାଯାଇପାରିବ ।

ଆସନ୍ତା ମାର୍ଚ୍ଚ ମାସରେ ଦ୍ୱିତୀୟ ସମ୍ମେଟିଭ ପରୀକ୍ଷା କରିବାକୁ ଲକ୍ଷ୍ୟ ରଖିଛି ବୋର୍ଡ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story