ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ୧୮ଟି ଜିଲ୍ଲାରେ ଧୂଳିଝଡ଼, ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱର ସ୍ଥିତ ପାଣିପାଗ କେନ୍ଦ୍ର ପକ୍ଷରୁ ସନ୍ଧ୍ୟା ୭ଟା ୧୫ ପର୍ଯ୍ୟନ୍ତ ସତର୍କ ସୂଚନା ଜାରି କରାଯାଇଛି।
ଯେଉଁସବୁ ଜିଲ୍ଲାଗୁଡ଼ିକୁ ସତର୍କ ସୂଚନା ଜାରି କରାଯାଇଛି, ସେଗୁଡ଼ିକ ହେଉଛି- କଳାହାଣ୍ଡି, କୋରାପୁଟ, ରାୟଗଡ଼ା, ମାଲକାନଗିରି, କନ୍ଧମାଳ, ଗଜପତି, ଗଞ୍ଜାମ, ଦେବଗଡ଼, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ,କେନ୍ଦୁଝର, ମୟୂରଭଂଜ,ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର ଓ ବରଗଡ଼।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଭବଙ୍କ ପାଇଁ ଅଡୁଆ ବଢିଲା; ଯୋଡି ହେଲା ଆଉ ୩ ମାମଲା
ଆଜି ସକାଳେ କ୍ରାଇମବ୍ରାଞ୍ଚର ୬ ଜଣିଆ ଟିମ୍ ଯାଜପୁର ଜିଲ୍ଲା ଧର୍ମଶାଳା ବୁଢ଼ାପୋଲରେ ପହଞ୍ଚିଥିଲା। ଯେଉଁଠି ୨୦ ତାରିଖ ସଂଧ୍ୟାରେ ବିଧାୟକ ହିମାଂଶୁଙ୍କ ଉପରେ ଠେଙ୍ଗାବାଡ଼ି ଧରି ସଂଘବଦ୍ଧ ଆକ୍ରମଣ କରାଯାଇଥିଲା।
Crime
ଲୁଟ୍ରେ ଯାଇଥିଲା ମହିଳାଙ୍କ ଜୀବନ; ୧୨ ଦିନ ପରେ ଝାରଖଣ୍ଡରୁ ଧରାପଡ଼ିଲା ଲୁଟେରା
ଏୟାଫିଲ୍ଡ ଥାନା ଲବଣଗିରି ଛକରେ ରାସ୍ତା ଶୂନ୍ଶାନ ଦେଖି ୟୁ.ବିଷ୍ଣୁ ପାତ୍ରଙ୍କ ବେକରେ ପଡ଼ିଥିବା ସୁନା ଚେନ୍ ଝାମ୍ପି ନେବାକୁ ଉଦ୍ୟମ କରିଥିଲେ ରାଜା। ହେଲେ ୟୁ.ବିଷ୍ଣୁ ପାତ୍ର ବାଇକ୍ରୁ ପଡ଼ି ଯାଇଥିଲେ।
Crime
ଶ୍ୱଶୁର ଘର ଆଗରେ ଯୌତୁକ ସାମଗ୍ରୀ ପୋଡ଼ିଦେଲେ ଜ୍ୱାଇଁ
ଯୌତୁକରେ ଆପାଚି ଗାଡ଼ି ଓ ନଗଦ ଟଙ୍କା ଦାବି କରିଥିଲେ ବିଜୟ। ହେଲେ ଏଥିରେ ମମତା ରାଜି ନହେବାରୁ ଆରମ୍ଭ ହୋଇଥିଲା ନାନା ନିର୍ଯାତନ। ଅଭିଯୋଗ ଅନୁସାରେ ମମତାଙ୍କୁ ତାଙ୍କ ସ୍ୱାମୀ ବିଜୟ ଓ ଶାଶୁ ମାଡ଼ ମାରୁଥିଲେ। ଯୌତୁକ ଆଣିବା ପାଇଁ ବାଧ୍ୟ କରୁଥିଲେ।
Accident
ଗଛରେ ପିଟିହେଲା ପିକ୍ଅପ୍; ୨ ଜଣଙ୍କ ମୃତ୍ୟୁ
ଆଜି ଅପରାହ୍ନ ପ୍ରାୟ ସାଢ଼େ୨ଟା ହେବ। ପାଟଣାଗଡ଼ରୁ ପଦ୍ମପୁର ଅଭିମୁଖେ ଯାଉଥିବା ଏକ ଦ୍ରୁତଗାମୀ ପିକ୍ଅପ୍ ଭ୍ୟାନ୍ଟି ପଢେଲ ଗାଁ ନିକଟରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଗଛରେ ପିଟି ହୋଇଯାଇଥିଲା।