ସନ୍ଧ୍ୟା ୭ଟା ୧୫ ଯାଏ ସତର୍କ ରୁହନ୍ତୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ୧୮ଟି ଜିଲ୍ଲାରେ ଧୂଳିଝଡ଼, ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱର ସ୍ଥିତ ପାଣିପାଗ କେନ୍ଦ୍ର ପକ୍ଷରୁ ସନ୍ଧ୍ୟା ୭ଟା ୧୫ ପର୍ଯ୍ୟନ୍ତ ସତର୍କ ସୂଚନା ଜାରି କରାଯାଇଛି। ଯେଉଁସବୁ ଜିଲ୍ଲାଗୁଡ଼ିକୁ ସତର୍କ ସୂଚନା ଜାରି କରାଯାଇଛି, ସେଗୁଡ଼ିକ ହେଉଛି- କଳାହାଣ୍ଡି, କୋରାପୁଟ, ରାୟଗଡ଼ା, ମାଲକାନଗିରି, କନ୍ଧମାଳ, ଗଜପତି, ଗଞ୍ଜାମ, ଦେବଗଡ଼, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ,କେନ୍ଦୁଝର, ମୟୂରଭଂଜ,ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର ଓ ବରଗଡ଼।

rain

Jitendra Garnayak
  • Published: Thursday, 18 July 2019
  • , Updated: 18 July 2019, 05:56 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ୧୮ଟି ଜିଲ୍ଲାରେ ଧୂଳିଝଡ଼, ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱର ସ୍ଥିତ ପାଣିପାଗ କେନ୍ଦ୍ର ପକ୍ଷରୁ ସନ୍ଧ୍ୟା ୭ଟା ୧୫ ପର୍ଯ୍ୟନ୍ତ ସତର୍କ ସୂଚନା ଜାରି କରାଯାଇଛି।

ଯେଉଁସବୁ ଜିଲ୍ଲାଗୁଡ଼ିକୁ ସତର୍କ ସୂଚନା ଜାରି କରାଯାଇଛି, ସେଗୁଡ଼ିକ ହେଉଛି- କଳାହାଣ୍ଡି, କୋରାପୁଟ, ରାୟଗଡ଼ା, ମାଲକାନଗିରି, କନ୍ଧମାଳ, ଗଜପତି, ଗଞ୍ଜାମ, ଦେବଗଡ଼, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ,କେନ୍ଦୁଝର, ମୟୂରଭଂଜ,ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର ଓ ବରଗଡ଼।

Related story