ଆଜି ଓଡ଼ିଶା ଛୁଇଁପାରେ ମୌସୁମୀ; ୪ଟି ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଓଡ଼ିଶା ଛୁଇଁପାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏଭଳି ଆକଳନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌.ଆର୍‌.ବିଶ୍ୱାସ କହିଛନ୍ତି, ଉତ୍ତର ବଙ୍ଗୋପସାଗର ଏବଂ ତା’ ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଗତକାଲିଠାରୁ ରାଜ୍ୟରେ ପ୍ରାକ୍ ମୌସୁମୀ ବର୍ଷା ହୋଇଛି। ତେବେ ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ […]

rain

rain

Tapaswini Nayak
  • Published: Friday, 21 June 2019
  • Updated: 21 June 2019, 01:28 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଓଡ଼ିଶା ଛୁଇଁପାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏଭଳି ଆକଳନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌.ଆର୍‌.ବିଶ୍ୱାସ କହିଛନ୍ତି, ଉତ୍ତର ବଙ୍ଗୋପସାଗର ଏବଂ ତା’ ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଗତକାଲିଠାରୁ ରାଜ୍ୟରେ ପ୍ରାକ୍ ମୌସୁମୀ ବର୍ଷା ହୋଇଛି। ତେବେ ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେ କହିଛନ୍ତି,“ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୁରୀ, ଗଞ୍ଜାମ, ଖୋର୍ଦ୍ଧା ଓ ଜଗତସିଂହପୁରେ ପ୍ରବଳ ବର୍ଷା ହେବ।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story