ରାଜ୍ୟରେ ଆଉ ୨୯୯୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୨୯୯୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୮,୫୩୦ ରେ ପହଞ୍ଚି ଯାଇଛି। ୩୦ଟି ଜିଲ୍ଲାରୁ ଚିହ୍ନଟ ୨୯୯୩ ଆକ୍ରାନ୍ତଙ୍କ ମଧ୍ୟରୁ ୧୮୭୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୧୧୪ ଟି ହେଉଛି ଲୋକାଲ୍ କେସ୍‌। Covid-19 Report For 22nd August New Positive […]

Coronavirus

Coronavirus

Jitendra Garnayak
  • Published: Sunday, 23 August 2020
  • Updated: 23 August 2020, 11:28 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୨୯୯୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୮,୫୩୦ ରେ ପହଞ୍ଚି ଯାଇଛି।

୩୦ଟି ଜିଲ୍ଲାରୁ ଚିହ୍ନଟ ୨୯୯୩ ଆକ୍ରାନ୍ତଙ୍କ ମଧ୍ୟରୁ ୧୮୭୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୧୧୪ ଟି ହେଉଛି ଲୋକାଲ୍ କେସ୍‌।

ସେହିପରି ଏହି ୨୯୯୩ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରେ ସର୍ବାଧିକ ୬୦୬ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଗଞ୍ଜାମରୁ ୨୭୧, କଟକରୁ ୧୫୮, ଯାଜପୁରରୁ ୧୨୧, ନୟାଗଡ଼ରୁ ୧୫୩, ରାୟଗଡ଼ାରୁ ୧୩୭, ସମ୍ବଲପୁରରୁ ୧୦୪ ଓ ବାଲେଶ୍ୱରରୁ ୧୧୫ ଜଣ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ୭୮,୫୩୦ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୫୨,୨୭୬ ସୁସ୍ଥ ହୋଇସାରିଥିବା ବେଳେ ୨୫,୭୯୨ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୦୯ରେ ପହଞ୍ଚି ଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story