ସୁରଟରେ ‘ପ୍ରବାସୀ କେନ୍ଦ୍ର’ ଖୋଲିଲା, ପ୍ରବାସୀ ଓଡ଼ିଆଙ୍କୁ ମିଳିବ ସବୁ ସହାୟତା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗୁଜୁରାଟର ସୁରଟଠାରେ ‘ପ୍ରବାସୀ କେନ୍ଦ୍ର’କୁ ସୋମବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉଦଘାଟନ କରିଛନ୍ତି। ଏହି କେନ୍ଦ୍ର ମାଧ୍ୟମରେ ଏଠାରେ ରହୁଥିବା ପ୍ରବାସୀ ଓଡ଼ିଆଙ୍କ ସମେତ ଅନ୍ୟ ପ୍ରବାସୀମାନେ ମଧ୍ୟ ସବୁ ପ୍ରକାରର ସହାୟତା ପାଇବା ସହ ବିଭିନ୍ନ ସରକାରୀ ଯୋଜନାର ଲାଭ ମଧ୍ୟ ଉଠାଇ ପାରିବେ। କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ସୋମବାର ଗୁଜରାଟର ସୁରଟ ଗସ୍ତ କରି ସେଠାରେ ‘ପ୍ରବାସୀ କେନ୍ଦ୍ର’ର ଉଦ୍‌ଘାଟନ କରି କହିଛନ୍ତି ଯେ ଭାରତ ସରକାର ଦେଶରେ ପ୍ରବାସୀଙ୍କ ଜୀବନଜୀବିକାକୁ […]

migrantg

migrantg

Ranjit Kumar Jena
  • Published: Monday, 04 January 2021
  • Updated: 04 January 2021, 09:35 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗୁଜୁରାଟର ସୁରଟଠାରେ ‘ପ୍ରବାସୀ କେନ୍ଦ୍ର’କୁ ସୋମବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉଦଘାଟନ କରିଛନ୍ତି। ଏହି କେନ୍ଦ୍ର ମାଧ୍ୟମରେ ଏଠାରେ ରହୁଥିବା ପ୍ରବାସୀ ଓଡ଼ିଆଙ୍କ ସମେତ ଅନ୍ୟ ପ୍ରବାସୀମାନେ ମଧ୍ୟ ସବୁ ପ୍ରକାରର ସହାୟତା ପାଇବା ସହ ବିଭିନ୍ନ ସରକାରୀ ଯୋଜନାର ଲାଭ ମଧ୍ୟ ଉଠାଇ ପାରିବେ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ସୋମବାର ଗୁଜରାଟର ସୁରଟ ଗସ୍ତ କରି ସେଠାରେ ‘ପ୍ରବାସୀ କେନ୍ଦ୍ର’ର ଉଦ୍‌ଘାଟନ କରି କହିଛନ୍ତି ଯେ ଭାରତ ସରକାର ଦେଶରେ ପ୍ରବାସୀଙ୍କ ଜୀବନଜୀବିକାକୁ ଗୁରୁତ୍ୱ ଦେବା ସହ ସେମାନଙ୍କ ଉନ୍ନତି ପାଇଁ ବଦ୍ଧପରିକର। ‘ପ୍ରବାସୀ କେନ୍ଦ୍ର’ ପ୍ରବାସୀ ଶ୍ରମିକମାନଙ୍କର ଏକ ସବିଶେଷ ରୂପରେଖ ପ୍ରସ୍ତୁତ କରିବା ସହ ସେମାନଙ୍କୁ ସେମାନଙ୍କର ଦକ୍ଷତା ଅନୁଯାୟୀ ଶ୍ରେଣୀଭୁକ୍ତ କରିବ ତଥା କାମ ପ୍ରଦାନ କରିବ। ଏହା ଦ୍ୱାରା ଭାରତ ସରକାରଙ୍କ ‘ଶ୍ରମଶକ୍ତି’ ସହ ସମ୍ପୃକ୍ତ ଶିଳ୍ପ ସହିତ ସଂଯୋଗ କରିବା ଓ ପ୍ରବାସୀଙ୍କ ଜୀବିକା ବୃଦ୍ଧି ଏବଂ ସେମାନଙ୍କର ସମ୍ମାନକୁ ସୁନିଶ୍ଚିତ କରିବ।

‘ମାଇଁ ସୁରଟ’ ଦ୍ୱାରା ଏଭଳି ପଦକ୍ଷେପ ନିଆଯାଇଥିବାବେଳେ ସହରର ଜୀବନଜୀବିକା କେନ୍ଦ୍ର ସହିତ ସଂଯୋଗ ଥିବା ପ୍ରବାସୀମାନେ ଅଧିକ ଉପକୃତ ହୋଇପାରିବେ। ସମଗ୍ର ଭାରତର ପ୍ରବାସୀଙ୍କ ଘର କୁହାଯାଉଥିବା ସୁରଟ୍ ହିଁ ପ୍ରବାସୀମାନଙ୍କୁ ଆତ୍ମନିର୍ଭର କରିବାରେ ବଡ଼ ଭୂମିକା ଗ୍ରହଣ କରିଛି। ପ୍ରବାସୀଙ୍କୁ ସାମାଜିକ ତଥା ଆର୍ôଥକ ସୁରକ୍ଷା ଦେବାରେ ଏକ ମଡ଼େଲ ଭାବେ ‘ପ୍ରବାସୀ କେନ୍ଦ୍ର’ ଉଭା ହୋଇଛି ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story