ମେ’ ପ୍ରଥମ ସପ୍ତାହରେ ମାଟ୍ରିକ୍ ଫଳ

ଭୁବନେଶ୍ୱର: ମେ’ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ। ଏହି ଫଳ ପ୍ରକାଶ ହେବା ପାଇଁ ସବୁ ପ୍ରସ୍ତୁତି ଶେଷ ହୋଇଛି। ତୃଟି ଶୁନ୍ୟ ରେଜଲ୍ଟ ପାଇଁ ପୁନଃଯାଞ୍ଚ ଚାଲିଛି ବୋଲି ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର ସୂଚନା ଦେଇଛନ୍ତି। ଫେବୃୟାରୀ ୨୩ ତାରିଖରେ ଚଳିତବର୍ଷ ମାଟ୍ରିକ ପରୀକ୍ଷା ହୋଇଥିଲା।ଏଥିରେ ରାଜ୍ୟରୁ ୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।