ପ୍ରଚାର ପାଇଁ ଗାଡ଼ି: ମେୟର ପ୍ରାର୍ଥୀଙ୍କୁ ୬, କର୍ପୋରେଟରଙ୍କୁ ୨

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ନିର୍ବାଚନ କମିଶନର ଆଗାମୀ ପୌର ନିର୍ବାଚନରେ କାଉନସିଲର-କର୍ପୋରେଟର, ମେୟର ଓ ଅଧ୍ୟକ୍ଷ ପ୍ରାର୍ଥୀମାନଙ୍କ ପ୍ରଚାର ପାଇଁ ଉପଯୋଗ ହେବାକୁ ଥିବା ଗାଡ଼ି ପରିମାଣ ନିର୍ଦ୍ଧାରଣ କରିଛନ୍ତି । ମେୟର ପ୍ରାର୍ଥୀ ସର୍ବାଧିକ ୬ଟି ଓ କର୍ପୋରେଟର ପ୍ରାର୍ଥୀ ସର୍ବାଧିକ ୨ଟି ଗାଡ଼ି ପ୍ରଚାର ନିମନ୍ତେ ଉପଯୋଗ କରିପାରିବେ ବୋଲି କମିଶନର ନିର୍ଦ୍ଦେଶ ଦେଇଛନ୍ତି। ସେହିପରି କମିଶନ ଫେବୃୟାରୀ ୬ତାରିଖରେ ପୌର ନିର୍ବାଚନର ବିଭିନ୍ନ ପ୍ରାର୍ଥୀଙ୍କ ନିର୍ବାଚନୀ ଖର୍ଚ୍ଚ ସୀମା ନିର୍ଦ୍ଧାରଣ କରି ନିର୍ଦ୍ଦେଶନାମା […]

election-commission

election-commission

Jitendra Garnayak
  • Published: Tuesday, 15 February 2022
  • Updated: 15 February 2022, 07:35 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ନିର୍ବାଚନ କମିଶନର ଆଗାମୀ ପୌର ନିର୍ବାଚନରେ କାଉନସିଲର-କର୍ପୋରେଟର, ମେୟର ଓ ଅଧ୍ୟକ୍ଷ ପ୍ରାର୍ଥୀମାନଙ୍କ ପ୍ରଚାର ପାଇଁ ଉପଯୋଗ ହେବାକୁ ଥିବା ଗାଡ଼ି ପରିମାଣ ନିର୍ଦ୍ଧାରଣ କରିଛନ୍ତି । ମେୟର ପ୍ରାର୍ଥୀ ସର୍ବାଧିକ ୬ଟି ଓ କର୍ପୋରେଟର ପ୍ରାର୍ଥୀ ସର୍ବାଧିକ ୨ଟି ଗାଡ଼ି ପ୍ରଚାର ନିମନ୍ତେ ଉପଯୋଗ କରିପାରିବେ ବୋଲି କମିଶନର ନିର୍ଦ୍ଦେଶ ଦେଇଛନ୍ତି। ସେହିପରି କମିଶନ ଫେବୃୟାରୀ ୬ତାରିଖରେ ପୌର ନିର୍ବାଚନର ବିଭିନ୍ନ ପ୍ରାର୍ଥୀଙ୍କ ନିର୍ବାଚନୀ ଖର୍ଚ୍ଚ ସୀମା ନିର୍ଦ୍ଧାରଣ କରି ନିର୍ଦ୍ଦେଶନାମା ଜାରି କରିସାରିଛନ୍ତି ।

ରାଜ୍ୟ ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟରୁ ଆଜି ଜାରି ସୂଚନା ଅନୁସାରେ, ଆଗାମୀ ପୌର ନିର୍ବାଚନରେ କାଉନସିଲର/କର୍ପୋରେଟର ପ୍ରାର୍ଥୀମାନେ ୩ଚକିଆ ଓ ୪ ଚକିଆ ଗାଡ଼ିକୁ ମିଶାଇ ସର୍ବାଧିକ ୨ଟି ଗାଡ଼ି ଉପଯୋଗ କରିପାରିବେ । ସେହିପରି ଏନଏସି ଓ ପୌର ପରିଷଦର ଅଧ୍ୟକ୍ଷ ପଦବୀ ପାଇଁ ନିର୍ବାଚନ ଲଢ଼ୁଥିବା ପ୍ରାର୍ଥୀ ସର୍ବାଧିକ ୪ଟି ତିନି ଚକିଆ ଓ ଚାରି ଚକିଆ ଗାଡ଼ି ବ୍ୟବହାର କରିପାରିବେ । ସେହିପରି ମହାନଗର ନିଗମର ମେୟର ପ୍ରାର୍ଥୀ ୩ଚକିଆ ଓ ୪ଚକିଆର ସର୍ବାଧିକ ୬ଟି ଗାଡ଼ି ଉପଯୋଗ କରିପାରିବେ । ସମ୍ପୃକ୍ତ ରାଜନୀତିକ ଦଳମାନେ ପ୍ରତ୍ୟେକ ମହାନଗର ନିଗମ ଓ ପୌର ପରିଷଦ ଅଂଚଳରେ ୨ଟି ଚାରିଚକିଆ ଗାଡ଼ି ଉପଯୋଗ କରିପାରିବେ ବୋଲି କମିଶନ ନିର୍ଦ୍ଦେଶ ଦେଇଛନ୍ତି । ତେବେ ପ୍ରାର୍ଥୀମାନଙ୍କୁ କେଉଁ ଧରଣର ଗାଡ଼ି, ଗାଡ଼ିର ପଞ୍ଜିକରଣ ନମ୍ବର ଓ ଗାଡ଼ିର ମାଲିକାନା ସମ୍ପର୍କରେ ତଥ୍ୟ ପ୍ରଥମେ ନିର୍ବାଚନ ଅଧିକାରୀଙ୍କ ନିକଟରେ ଦାଖଲ କରିବେ ।

ସୂଚନାଯୋଗ୍ୟ, ରାଜ୍ୟ ନିର୍ବାଚନ କମିଶନର ଫେବୃୟାରୀ ୬ତାରିଖରେ କାଉନସିଲର,କର୍ପୋରେଟର ଓ ମେୟର/ଅଧ୍ୟକ୍ଷ ପ୍ରାର୍ଥୀଙ୍କ ନିମନ୍ତେ ନିର୍ବାଚନୀ ଖର୍ଚ୍ଚ ସୀମା ଧାର୍ଯ୍ୟ କରିଥିଲେ । ମହାନଗରର ମେୟର ପ୍ରାର୍ଥୀ ସର୍ବାଧିକ ୧୨ଲକ୍ଷ ଓ କର୍ପୋରେଟର ୨ଲକ୍ଷ ଟଙ୍କା ଖର୍ଚ୍ଚ କରିବାକୁ କମିଶନ ଅନୁମତି ଦେଇଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story