ବିଶ୍ୱର ସମ୍ମାନ ଜନକ ତଥା ପ୍ରମୁଖ 'ଟାଇମ୍' ମାଗାଜିନରେ ସ୍ଥାନ ପାଇଛି ମୟୂରଭଞ୍ଜ ଜିଲ୍ଲା। ‘ଟାଇମ’ ମାଗାଜିନରେ ପ୍ରକାଶିତ ବିଶ୍ୱର ସର୍ବୋକୃଷ୍ଟ ସ୍ଥାନ-୨୦୨୩ ତାଲିକାରେ ମୟୂରଭଞ୍ଜ ଜିଲ୍ଲା। ବିଶ୍ୱର ୫୦ ପ୍ରାକୃତିକ ପରିବେଶ ତାଲିକାରେ ସ୍ଥାନ ପାଇଛି ମୟୂରଭଞ୍ଜ । ଟାଇମ୍ ମାଗାଜିନ ଅନୁସାରେ ମୟୂରଭଞ୍ଜ ହେଉଛି ବିଶ୍ୱର ଏକମାତ୍ର ସ୍ଥାନ, ଯେଉଁଠି ଆପଣ କଳା ବାଘ ଦେଖିପାରିବା ସହ ବିଭିନ୍ନ ମନୋରମ ସ୍ଥାନ ଭ୍ରମଣ କରି ପାରିବେ। ଏଥିସହ ପ୍ରାକୃତିକ ଶୋଭାରାଜିର ଆନନ୍ଦ ନେଇପାରିବେ। ମୟୂରଭଞ୍ଜକୁ ବାଦ ଦେଲେ ଭୁବନେଶ୍ୱରର ଐତିହ୍ୟ କୀର୍ତ୍ତିରାଜି ଓ ଜୟପୁରର ନାକଟି ଡଙ୍ଗର ହିଲ୍ ସଂପର୍କରେ ମଧ୍ୟ ଟାଇମ ମାଗାଜିନରେ ଉଲ୍ଲେଖ କରାଯାଇଛି । ଭାରତର ଆଉ ଏକ ସ୍ଥାନ ଲଦାଖ ମଧ୍ୟ ଟାଇମ ମାଗାଜିନର ଏହି ତାଲିକାରେ ସ୍ଥାନ ପାଇଛି ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମହିଳାଙ୍କୁ ଅସଦାଚରଣ କରି ଜଗତସିଂହପୁର ଆସିଷ୍ଟାଣ୍ଟ କଲେକ୍ଟର ନିଲମ୍ବିତ
ମନ୍ତ୍ରୀ ସୁରେଶ ପୂଜାରୀ ଆଜି ଏହି ଘଟଣାରେ ସମ୍ପୃକ୍ତ ଆସିଷ୍ଟାଣ୍ଟ କଲେକ୍ଟର ଶ୍ରୀ ଲେଙ୍କାଙ୍କୁ ଚାକିରିରୁ ନିଲମ୍ବନ ପାଇଁ ନିର୍ଦ୍ଦେଶ ଦେବା ସହ ଆସନ୍ତା ୩ମାସ ମଧ୍ୟରେ ଜଣେ ମହିଳା ତଦନ୍ତକାରୀ ଅଫିସର ଓ ଜଣେ ମହିଳା ମାର୍ଶାଲିଂ ଅଫିସରଙ୍କ ମାଧ୍ୟମରେ ସମସ୍ତ ବିଭାଗୀୟ ତଦନ୍ତ ପ୍ରକ୍ରିୟା ଶେଷ କରିବାକୁ ତାଗିଦ୍ କରିଛନ୍ତି।
Politics
ଗଞ୍ଜାମ ବିଜେଡିରେ ତାଳିପକା ଉଦ୍ୟମ, ନବୀନଙ୍କ ହସ୍ତକ୍ଷେପ ସତ୍ତ୍ୱେ ଥମିଲାନି ବିବାଦ
ଗଞ୍ଜାମ ବିଜେଡି ଗୋଷ୍ଠୀକନ୍ଦଳରେ ପଡ଼ିପାରିଲାନି ପୂର୍ଣ୍ଣଚ୍ଛେଦ। ଶଙ୍ଖ ଭବନରେ ବୈଠକ, ଦେବୀ ମିଶ୍ରଙ୍କ ତାଳିପକା ଉଦ୍ୟମ, ନବୀନଙ୍କ ଆଶ୍ୱାସନା ସବୁ ବିଫଳ।
Politics
ଦରଦାମ ବୃଦ୍ଧି ଆଳରେ ସଚିବାଳୟ ଘେରିବ ବିଜେଡି, ୨୦ଦିନ ଆଗରୁ କଲା ଘୋଷଣା
ସମନ୍ୱୟ କମିଟି ଅଧ୍ୟକ୍ଷ ଶ୍ରୀ ମିଶ୍ର କହିଚନ୍ତି ଯେ, ନୂଆବର୍ଷରେ ଜାନୁୟାରୀ ୬ତାରିଖରେ ଦରଦାମ ବୃଦ୍ଧି ପ୍ରତିବାଦରେ ଭୁବନେଶ୍ୱରରେ ଆନ୍ଦୋଳନ କରାଯିବ । ସାଧାରଣ ଲୋକେ ଦରଦାମ ବୃଦ୍ଧିରେ ଅତିଷ୍ଠ ହେଲେଣି ।
Crime
କାହା ଅନୁମତିରେ ଘର ଉପରେ ଲାଗିଛି ଭିଏଚ୍ଏଫ୍?
ସମୁଦ୍ର କୂଳିଆ ଏହି ଦୁଇ ବ୍ଲକର ଅନେକଙ୍କ ଘର ଛାତରେ ଖଞ୍ଜାଯାଇଛି VHF। ଯାହାଦ୍ୱାରା ଅନୁପ୍ରବେଶକାରୀ ଓ ଅପରାଧିକ କାର୍ଯ୍ୟକଳାପ ଉପରେ ନଜର ରଖାଯାଇଥାଏ। ଏହାକୁ ବିଶେଷତଃ ସାମୁଦ୍ରିକ ପୁଲିସ ଓ ତଟରକ୍ଷୀ ବାହିନୀ ବ୍ୟବହାର କରିଥାନ୍ତି।
Politics
ବିଷ୍ଣୁପଦଙ୍କ ହାତ ଛାଡ଼ିଦେଲେ ସରକାର! ଏବେ ସିବିଆଇ ଆକ୍ସନ ଉପରେ ନଜର
ବିଷ୍ଣୁପଦଙ୍କ ହାତରେ ଥିବା ତିନୋଟି ଗୁରୁତ୍ୱପୂର୍ଣ୍ଣ ବିଭାଗ କାଢ଼ିନେଇଛନ୍ତି ସରକାର। ତାଙ୍କ ବିରୋଧରେ ଆଉ କିଛି କାର୍ଯ୍ୟାନୁଷ୍ଠାନ ନେବେ କି? ଆରମ୍ଭ ହେବ କି ବିଭାଗୀୟ ପ୍ରୋସିଡିଂ?