Advertisment

ଅନ୍ତର୍ଜାତୀୟ ଗଣମାଧ୍ୟମ ଟାଇମ୍ ମାଗାଜିନରେ ସ୍ଥାନ ପାଇଛି ମୟୂରଭଞ୍ଜ ଜିଲ୍ଲା

ବିଶ୍ୱର ସମ୍ମାନ ଜନକ ତଥା ପ୍ରମୁଖ 'ଟାଇମ୍‌' ମାଗାଜିନରେ ସ୍ଥାନ ପାଇଛି ମୟୂରଭଞ୍ଜ ଜିଲ୍ଲା। ‘ଟାଇମ’ ମାଗାଜିନରେ ପ୍ରକାଶିତ ବିଶ୍ୱର ସର୍ବୋକୃଷ୍ଟ ସ୍ଥାନ-୨୦୨୩ ତାଲିକାରେ ମୟୂରଭଞ୍ଜ ଜିଲ୍ଲା। ବିଶ୍ୱର ୫୦ ପ୍ରାକୃତିକ ପରିବେଶ ତାଲିକାରେ ସ୍ଥାନ ପାଇଛି ମୟୂରଭଞ୍ଜ । ଟାଇମ୍‌ ମାଗାଜିନ ଅନୁସାରେ ମୟୂରଭଞ୍ଜ ହେଉଛି ବିଶ୍ୱର ଏକମାତ୍ର ସ୍ଥାନ, ଯେଉଁଠି ଆପଣ କଳା ବାଘ ଦେଖିପାରିବା ସହ ବିଭିନ୍ନ ମନୋରମ ସ୍ଥାନ ଭ୍ରମଣ କରି ପାରିବେ। ଏଥିସହ ପ୍ରାକୃତିକ ଶୋଭାରାଜିର ଆନନ୍ଦ ନେଇପାରିବେ।

Advertisment

ବିଶ୍ୱର ସମ୍ମାନ ଜନକ ତଥା ପ୍ରମୁଖ 'ଟାଇମ୍‌' ମାଗାଜିନରେ ସ୍ଥାନ ପାଇଛି ମୟୂରଭଞ୍ଜ ଜିଲ୍ଲା। ‘ଟାଇମ’ ମାଗାଜିନରେ ପ୍ରକାଶିତ ବିଶ୍ୱର ସର୍ବୋକୃଷ୍ଟ ସ୍ଥାନ-୨୦୨୩ ତାଲିକାରେ ମୟୂରଭଞ୍ଜ ଜିଲ୍ଲା। ବିଶ୍ୱର ୫୦ ପ୍ରାକୃତିକ ପରିବେଶ ତାଲିକାରେ ସ୍ଥାନ ପାଇଛି ମୟୂରଭଞ୍ଜ । ଟାଇମ୍‌ ମାଗାଜିନ ଅନୁସାରେ ମୟୂରଭଞ୍ଜ ହେଉଛି ବିଶ୍ୱର ଏକମାତ୍ର ସ୍ଥାନ, ଯେଉଁଠି ଆପଣ କଳା ବାଘ ଦେଖିପାରିବା ସହ ବିଭିନ୍ନ ମନୋରମ ସ୍ଥାନ ଭ୍ରମଣ କରି ପାରିବେ। ଏଥିସହ ପ୍ରାକୃତିକ ଶୋଭାରାଜିର ଆନନ୍ଦ ନେଇପାରିବେ। ମୟୂରଭଞ୍ଜକୁ ବାଦ ଦେଲେ ଭୁବନେଶ୍ୱରର ଐତିହ୍ୟ କୀର୍ତ୍ତିରାଜି ଓ ଜୟପୁରର ନାକଟି ଡଙ୍ଗର ହିଲ୍ ସଂପର୍କରେ ମଧ୍ୟ ଟାଇମ ମାଗାଜିନରେ ଉଲ୍ଲେଖ କରାଯାଇଛି । ଭାରତର ଆଉ ଏକ ସ୍ଥାନ ଲଦାଖ ମଧ୍ୟ ଟାଇମ ମାଗାଜିନର ଏହି ତାଲିକାରେ ସ୍ଥାନ ପାଇଛି ।

Advertisment
Time Magazine
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe