ଭିଜିଲାନ୍ସ ପଞ୍ଝାରେ ବାରିପଦା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରାମଚନ୍ଦ୍ର ସେନ। ନାଁ ତାଙ୍କର ରାମଚନ୍ଦ୍ର, ଘର କାନ୍ଥରେ ବି ଯୁଆଡେ ଦେଖିବେ ନିତିବାଣୀ ଭର୍ତ୍ତି କିନ୍ତୁ ଅମାପ ସମ୍ପତ୍ତି ଦେଖିଲେ ଆପଣ କହିବେ କୁବେରଙ୍କଠୁ ବି କମ ନୁହଁନ୍ତି ବାବୁ, ଆକାଶକୁ ଛୁଇଁଲା ପରି ବିରାଟ ପ୍ରାସାଦ ଯାହାର ମାପ କରୁଛନ୍ତି ଭିଜିଲାନ୍ସ କର୍ମଚାରୀ। କେତେ ଏକର ଜମି ଗଣି ଗଣି ହାଲିଆ ହେଲେଣି, ଆଉ ଏ ଦୃଶ୍ୟ ଦେଖନ୍ତୁ ଭିଜିଲାନ୍ସ ବିଭାଗ ଗୋଟି ଗୋଟି କରି ଗଣୁଛି ରାମ ଚନ୍ଦ୍ରଙ୍କ ଗାଡ଼ି, ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ବାରିପଦା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରାମଚନ୍ଦ୍ର ସେନ ଭିଜିଲାନ୍ସ ପଞ୍ଝାରେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର; ସନ୍ଦେହ ଘେରରେ ଘର ମାଲିକ!
ବିଶୋଇ ଥାନା ଅଞ୍ଚଳର ବୁଦ୍ଧାଦିତ୍ୟ ନାୟକ ଦୀର୍ଘ ବର୍ଷ ଧରି ମେସରେ ରହି ପାଠ ପଢୁଥିଲେ। ଆଜି ମେସ୍ର ସିଡି ଘରରେ ବେକରେ ରଶି ଝୁଲି ପଡ଼ିଥିବା ଦେଖିବାକୁ ମିଳିଥିଲା। ଏହା ପରେ ଘର ମାଲିକ ବାରିପଦା ସଦର ଥାନାକୁ ଖବର ଦେଇଥିଲେ।
Miscellaneous
ଲାଗିଛି ଡୋରି ଯିବି ମୁଁ ପୁରୀ... ପାଦରେ ଚାରି ଧାମ୍ ଯାତ୍ରାରେ ୟୁପି ଯୁବକ
ଅଯୋଧ୍ୟାରୁ କାଶି ବିଶ୍ୱନାଥ ଯାଇଥିଲେ ମିଥିଲେଶ। ବାବାଙ୍କୁ ଦର୍ଶନ କରିବା ପରେ ସେ ଶ୍ରୀକ୍ଷେତ୍ର ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି। ୫୩ ଦିନ ହେଲା ପାଦରେ ଚାଲୁଛନ୍ତି। ପିଠିରେ ଝୁଲୁଥିବା ବ୍ୟାଗରେ ତ୍ରିରଙ୍ଗା ଓ ସନାତନ ପତାକୁ ଉଡାଇ ଚାଲିଛନ୍ତି।
Politics
ଡିସେମ୍ବରରେ ମିଳିବ ନାହିଁ ସୁଭଦ୍ରା ଟଙ୍କା; ଯାଞ୍ଚ ପରେ ପାଇବେ ହିତାଧିକାରୀ
୨୦ ଲକ୍ଷରୁ ଅଧିକ ମହିଳାଙ୍କୁ ୪ର୍ଥ ପର୍ଯ୍ୟାୟରେ ସୁଭଦ୍ରା ଟଙ୍କା ମିଳିବ।
Accident
ମା’ ଓ ୨ ପୁଅଙ୍କ ଉପରେ ମାଡ଼ିଗଲା କାର୍
ଦୁର୍ଘଟଣାପରେ ପୁଲିସ ଗାଡ଼ିକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖି ପଚରାଉ଼ଚରା କରୁଛି ଓ ଘଟଣାର ତଦନ୍ତ କରୁଛି।
Accident
ଜଳିଗଲା ଧାନ ଗଦା, ୬ ଏକର ଜମିର ଧାନ ଫସଲ ଭସ୍ମ
ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇବା ବେଳକୁ ସେତେବଳେକୁ ସବୁ ପୋଡ଼ି ନଷ୍ଟ ହୋଇଯାଇଥିଲା।