ମୟୂରଭଞ୍ଜ: ବାସିପିଠାରେ ଓଲଟିଲା ବସ୍, ୨୦ ଆହତ, ୫ ଗୁରୁତର

ବାରିପଦା: ମୟୂରଭଞ୍ଜ ଜିଲ୍ଲାର ଉଦଳାରୁ ରାଇରଙ୍ଗପୁର ଯାଉଥିବା ଏକ ଘରୋଇ ବସ୍ ଆଜି ସକାଳ ପ୍ରାୟ ୧୦ଟା ବେଳେ ବାସିପିଠା ଠାରେ ଓଲଟି ପଡ଼ିବାରୁ ୨୦ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ବସରେ ୫୦ରୁ ଅଧିକ ଲୋକ ଥିଲେ। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ସେଠାରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରିବା ସହିତ ଡାକ୍ତରଖାନାକୁ ପଠାଇଥିଲା। ୧୦୮ ଆମ୍ବୁଲାନ୍ସ ଯୋଗେ ଆହତମାନଙ୍କୁ ଉଦଳା ଓ ଖୁଣ୍ଟା ଡାକ୍ତରଖାନାରେ ଭର୍ତ୍ତି […]

accidentinbasipitha

accidentinbasipitha

Rakesh Mallick
  • Published: Sunday, 16 August 2015
  • Updated: 16 August 2015, 06:02 AM IST

Sports

Latest News

ବାରିପଦା: ମୟୂରଭଞ୍ଜ ଜିଲ୍ଲାର ଉଦଳାରୁ ରାଇରଙ୍ଗପୁର ଯାଉଥିବା ଏକ ଘରୋଇ ବସ୍ ଆଜି ସକାଳ ପ୍ରାୟ ୧୦ଟା ବେଳେ ବାସିପିଠା ଠାରେ ଓଲଟି ପଡ଼ିବାରୁ ୨୦ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ବସରେ ୫୦ରୁ ଅଧିକ ଲୋକ ଥିଲେ। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ସେଠାରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରିବା ସହିତ ଡାକ୍ତରଖାନାକୁ ପଠାଇଥିଲା। ୧୦୮ ଆମ୍ବୁଲାନ୍ସ ଯୋଗେ ଆହତମାନଙ୍କୁ ଉଦଳା ଓ ଖୁଣ୍ଟା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos