ଅପରାହ୍ଣ ୫ଟା ଯାଏ ସତର୍କ ରୁହନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ଝଡ଼ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେଣୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଅପରାହ୍ଣ ୫ଟା ପର୍ଯ୍ୟନ୍ତ ୧୨ ଜିଲ୍ଲାବାସୀ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- କୋରାପୁଟ, ମାଲକାନଗିରି, ବରଗଡ଼, ନୂଆପଡ଼ା, ବଲାଙ୍ଗିର ସୋନପୁର,ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ମୟୂରଭଂଜ ଓ କେନ୍ଦୁଝର।

rain

rain

Jyoshna Pradhan
  • Published: Friday, 14 June 2019
  • Updated: 14 June 2019, 02:48 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ଝଡ଼ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେଣୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଅପରାହ୍ଣ ୫ଟା ପର୍ଯ୍ୟନ୍ତ ୧୨ ଜିଲ୍ଲାବାସୀ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- କୋରାପୁଟ, ମାଲକାନଗିରି, ବରଗଡ଼, ନୂଆପଡ଼ା, ବଲାଙ୍ଗିର ସୋନପୁର,ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ମୟୂରଭଂଜ ଓ କେନ୍ଦୁଝର।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story