ସକାଳ ୮ ଯାଏ ସତର୍କ ରୁହନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଆଜି ରାଜ୍ୟର ୧୬ଟି ଜିଲ୍ଲା ସମେତ ଭୁବନେଶ୍ୱରରେ ବଜ୍ରପାତ ସହ ଅବିରତ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସକାଳ ୮ ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦିଆଯାଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ,ଦେବଗଡ଼, ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ଼, କଟକ ଓ ପୁରୀ।  

rain

Jyoshna Pradhan
  • Published: Monday, 01 July 2019
  • , Updated: 01 July 2019, 07:53 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଆଜି ରାଜ୍ୟର ୧୬ଟି ଜିଲ୍ଲା ସମେତ ଭୁବନେଶ୍ୱରରେ ବଜ୍ରପାତ ସହ ଅବିରତ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ସକାଳ ୮ ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦିଆଯାଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ,ଦେବଗଡ଼, ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ଼, କଟକ ଓ ପୁରୀ।

 

Related story