ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଦିନ ୧୦ଟା ଯାଏ ୧୩ଟି ଜିଲ୍ଲାବାସୀଙ୍କୁ ସତର୍କ ରଖିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ଖୋର୍ଦ୍ଧା, କୋରାପୁଟ, ମାଲକାନଗିରି, ଗଜପତି, ରାୟଗଡ଼ା, କଳାହାଣ୍ଡି, ଅନୁଗୋଳ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଢେଙ୍କାନାଳ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Entertainment
ବିବାହ ବନ୍ଧନରେ ବାନ୍ଧି ହେଲେ ଏଲିନା; ଫ୍ୟାନଙ୍କୁ ଦେଲେ ସରପ୍ରାଇଜ୍
ଦୀର୍ଘ ବର୍ଷ ଧରି ଏଲିନା ଓ ଅନୁରାଗ ଘନିଷ୍ଠ ବନ୍ଧୁ ଥିଲେ। ଉଭୟଙ୍କ ବିବାହକୁ ନେଇ ଚର୍ଚ୍ଚା ହେଉଥିଲା।
Accident
ବାର୍ହା ପାଇଁ ବିଛା ଯାଇଥିଲା ବିଦ୍ୟୁତ ତାର, ସେଥିରେ ପଡ଼ି ଚାଲିଗଲା ୩ ହାତୀଙ୍କ ଜୀବନ !
ଆଜି ସକାଳେ ସ୍ଥାନୀୟ ଲୋକେ ବୁରମାଲ ଜଙ୍ଗଲ ୩ଟି ହାତୀ ମରି ପଡ଼ିଥିବା ଦେଖି ବନ ବିଭାଗକୁ ଖବର ଦେଇଥିଲେ।
Crime
ଉପ ଜିଲ୍ଲାପାଳଙ୍କ ଘରେ ପଶିଲା ଭିଜିଲାନ୍ସ; ୧୦ଟି ସ୍ଥାନରେ ଚଢ଼ାଉ
ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି।
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।