ଦିନ ୧୦ଟା ଯାଏ ସତର୍କ ରୁହନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଆଜି ରାଜ୍ୟର କିଛି ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଦିନ ୧୦ଟା ଯାଏ ୧୩ଟି ଜିଲ୍ଲାବାସୀଙ୍କୁ ସତର୍କ ରଖିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ଖୋର୍ଦ୍ଧା, କୋରାପୁଟ, ମାଲକାନଗିରି, ଗଜପତି, ରାୟଗଡ଼ା, କଳାହାଣ୍ଡି, ଅନୁଗୋଳ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଢେଙ୍କାନାଳ।

rain

Jyoshna Pradhan
  • Published: Tuesday, 06 August 2019
  • , Updated: 06 August 2019, 08:59 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଆଜି ରାଜ୍ୟର କିଛି ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଦିନ ୧୦ଟା ଯାଏ ୧୩ଟି ଜିଲ୍ଲାବାସୀଙ୍କୁ ସତର୍କ ରଖିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ଖୋର୍ଦ୍ଧା, କୋରାପୁଟ, ମାଲକାନଗିରି, ଗଜପତି, ରାୟଗଡ଼ା, କଳାହାଣ୍ଡି, ଅନୁଗୋଳ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଢେଙ୍କାନାଳ।

Related story