ଏହି ସବୁ ଜିଲ୍ଲାରେ ହେବ ଝଡ଼ବର୍ଷା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୫ଟି ଜିଲ୍ଲାରେ ଝଡ଼ବର୍ଷା ହେବ। ଏହି ସମୟରେ ଘଡ଼ଘଡ଼ି ମଧ୍ୟ ମାରିବ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଦିନ ୧୨ଟା ୩୦ ପର୍ଯ୍ୟନ୍ତ ଏହି ସବୁ ଜିଲ୍ଲାକୁ ସତର୍କ ରହିବାକୁ କୁହାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ମାଲକାନଗିରି, କୋରାପୁଟ, ରାୟଗଡ଼ା, ବାଲେଶ୍ୱର ଓ ଭଦ୍ରକ।

rain..8-750x430

rain..8-750x430

Tapaswini Nayak
  • Published: Monday, 30 September 2019
  • Updated: 30 September 2019, 10:16 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୫ଟି ଜିଲ୍ଲାରେ ଝଡ଼ବର୍ଷା ହେବ। ଏହି ସମୟରେ ଘଡ଼ଘଡ଼ି ମଧ୍ୟ ମାରିବ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଦିନ ୧୨ଟା ୩୦ ପର୍ଯ୍ୟନ୍ତ ଏହି ସବୁ ଜିଲ୍ଲାକୁ ସତର୍କ ରହିବାକୁ କୁହାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ମାଲକାନଗିରି, କୋରାପୁଟ, ରାୟଗଡ଼ା, ବାଲେଶ୍ୱର ଓ ଭଦ୍ରକ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos