ମେଡିକାଲ କଲେଜ ସ୍ଥାପନ ଦାବିରେ ୧୨ ଘଣ୍ଟିଆ କେସିଙ୍ଗା ବନ୍ଦ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା କେସିଙ୍ଗା ଠାରେ ପ୍ରସ୍ତାବିତ ସରକାରୀ ମେଡିକାଲ କଲେଜ ସ୍ଥାପନ ଦାବିରେ ଆଜି ଯୁବ ସଙ୍ଗଠନ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ସଙ୍ଗଠନର ସଦସ୍ୟମାନେ ଟାୟାର ଜାଳି ରାସ୍ତା ଅବରୋଧ କରିବା ସହ ପିକେଟିଂ କରିଛନ୍ତି। ଫଳରେ ଦୋକାନ ବଜାର, ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ ବନ୍ଦ ରହିଛି। ଏହାସହିତ ଭବାନୀପାଟଣାରୁ ବଲାଙ୍ଗିର-ସମ୍ୱଲପୁର ଓ ଭୁବନେଶ୍ୱରକୁ ବସ୍‌ ଚଳାଚଳ ବନ୍ଦ ଥିବାରୁ ଯାତ୍ରୀମାନେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ତେଲ […]

kesinga

kesinga

Rakesh Mallick
  • Published: Thursday, 22 September 2016
  • Updated: 22 September 2016, 09:15 AM IST

Sports

Latest News

kesigaଭବାନୀପାଟଣା: କଳାହାଣ୍ଡି ଜିଲ୍ଲା କେସିଙ୍ଗା ଠାରେ ପ୍ରସ୍ତାବିତ ସରକାରୀ ମେଡିକାଲ କଲେଜ ସ୍ଥାପନ ଦାବିରେ ଆଜି ଯୁବ ସଙ୍ଗଠନ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ସଙ୍ଗଠନର ସଦସ୍ୟମାନେ ଟାୟାର ଜାଳି ରାସ୍ତା ଅବରୋଧ କରିବା ସହ ପିକେଟିଂ କରିଛନ୍ତି। ଫଳରେ ଦୋକାନ ବଜାର, ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ ବନ୍ଦ ରହିଛି। ଏହାସହିତ ଭବାନୀପାଟଣାରୁ ବଲାଙ୍ଗିର-ସମ୍ୱଲପୁର ଓ ଭୁବନେଶ୍ୱରକୁ ବସ୍‌ ଚଳାଚଳ ବନ୍ଦ ଥିବାରୁ ଯାତ୍ରୀମାନେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ତେଲ ନଦୀରୁ ଲାଞ୍ଜିଗଡ ସ୍ଥିତ ବେଦାନ୍ତକୁ ଜଳଯୋଗାଣକୁ ମଧ୍ୟ ବନ୍ଦ ରହିଛି।

ଆମ୍ବୁଲାନ୍ସ  ଓ ପାନୀୟ ଜଳ ଭଳି ଜରୁରୀକାଳୀନ ସେବାକୁ ବନ୍ଦରୁ ବାଦ୍‌ ଦିଆଯାଇଛି।

ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story