‘ନିର୍ଭୟ’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର(ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଜିଲ୍ଲା ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିର ୩ ନମ୍ବର ଲଞ୍ଚ ପ୍ୟାଡରୁ ମଧ୍ୟମ ଦୂରଗାମୀ ସବ୍‌ସୋନିକ କ୍ରୁଜ୍‌ କ୍ଷେପଣାସ୍ତ୍ର ‘ନିର୍ଭୟ’ର ସଫଳ ପରୀକ୍ଷଣ ହୋଇଛି। ଆଜି ସକାଳ ୯ଟା ୫୫ ମିନିଟ୍‌ରେ ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ଏହି କ୍ଷେପଣାସ୍ତ୍ରର ଉତ୍‌କ୍ଷେପଣ କରାଯାଇଥିଲା। ପୂର୍ବରୁ ‘ନିର୍ଭୟ’ କ୍ଷେପଣାସ୍ତ୍ରରେ ଟର୍ବୋଫ୍ୟାନ ଇଞ୍ଜିନ ବ୍ୟବହାର କରାଯାଉଥିଲା। ଏଥର ମାଣିକ ଟର୍ବୋଫ୍ୟାନ ଇଞ୍ଜିନ ବ୍ୟବହାର କରାଯାଇଛି। ଏହାଦ୍ୱାରା କ୍ଷେପଣାସ୍ତ୍ର ଅଧିକ ବେଗ ପାଇବା ସହିତ କମ୍‌ ଶବ୍ଦ କରିବ ବୋଲି […]

Nirbhay-ITCM

Nirbhay-ITCM

Manoranjan Sial
  • Published: Wednesday, 11 August 2021
  • Updated: 11 August 2021, 06:36 PM IST

Sports

Latest News

ବାଲେଶ୍ୱର(ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଜିଲ୍ଲା ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିର ୩ ନମ୍ବର ଲଞ୍ଚ ପ୍ୟାଡରୁ ମଧ୍ୟମ ଦୂରଗାମୀ ସବ୍‌ସୋନିକ କ୍ରୁଜ୍‌ କ୍ଷେପଣାସ୍ତ୍ର ‘ନିର୍ଭୟ’ର ସଫଳ ପରୀକ୍ଷଣ ହୋଇଛି। ଆଜି ସକାଳ ୯ଟା ୫୫ ମିନିଟ୍‌ରେ ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ଏହି କ୍ଷେପଣାସ୍ତ୍ରର ଉତ୍‌କ୍ଷେପଣ କରାଯାଇଥିଲା। ପୂର୍ବରୁ ‘ନିର୍ଭୟ’ କ୍ଷେପଣାସ୍ତ୍ରରେ ଟର୍ବୋଫ୍ୟାନ ଇଞ୍ଜିନ ବ୍ୟବହାର କରାଯାଉଥିଲା। ଏଥର ମାଣିକ ଟର୍ବୋଫ୍ୟାନ ଇଞ୍ଜିନ ବ୍ୟବହାର କରାଯାଇଛି। ଏହାଦ୍ୱାରା କ୍ଷେପଣାସ୍ତ୍ର ଅଧିକ ବେଗ ପାଇବା ସହିତ କମ୍‌ ଶବ୍ଦ କରିବ ବୋଲି ଜଣାପଡ଼ିଛି।

‘ନିର୍ଭୟ’ କ୍ଷେପଣାସ୍ତ୍ରର ଓଜନ ୧୫୦୦ କିଲୋଗ୍ରାମ ରହିଛି। ଏହାର ଲମ୍ବ ୬ ମିଟର ଓ ଓସାର ୦.୫୨ ମିଟର। ଏହାର ଡ଼େଣାର ଲମ୍ବ ୨.୭ ମିଟର ରହିଛି। ୨୦୦ରୁ ୩୦୦ କିଲୋଗ୍ରାମ ପର୍ଯ୍ୟନ୍ତ ଉଭୟ ପାରମ୍ପରିକ ଓ ଆଣବିକ ଯୁଦ୍ଧାସ୍ତ୍ର ପରିବହନ କରିପାରିବ। ୭୫୦ରୁ ୧୦୦୦ କିଲୋମିଟର ଯାଏ ଲକ୍ଷ୍ୟଭେଦ କରିପାରିବ ନିର୍ଭୟ।

‘ନିର୍ଭୟ’ କ୍ଷେପଣାସ୍ତ୍ରର ବେଗ ଶବ୍ଦର ବେଗଠାରୁ ୭ରୁ ୯ ଗୁଣ ଅଧିକ। ଏହି କ୍ଷେପଣାସ୍ତ୍ରକୁ ପ୍ରଥମେ ୨୦୧୩ ମସିହା ମାର୍ଚ୍ଚ ୧୨ ତାରିଖରେ ଚାନ୍ଦିପୁରରୁ ପରୀକ୍ଷା କରାଯାଇଥିଲା। ଆଜି ନବମ ଥର ପାଇଁ ‘ନିର୍ଭୟ’ କ୍ଷେପଣାସ୍ତ୍ରର ପରୀକ୍ଷା କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story