ନବନିଯୁକ୍ତ କୁଳପତିମାନଙ୍କ ବୈଠକ: ଫୋକସରେ ଗବେଷଣା ଓ ସଂସ୍କାରମୂଳକ କାର୍ଯ୍ୟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚଳିତମାସରେ ଦାୟିତ୍ୱ ଗ୍ରହଣ କରିଥିବା ରାଜ୍ୟର ୬ଟି ବିଶ୍ୱବିଦ୍ୟାଳୟର ନବନିଯୁକ୍ତ କୁଳପତିମାନଙ୍କ ସହ ଆଜି ରାଜ୍ୟ ସରକାର ବୈଠକ କରିଛନ୍ତି। ବୈଠକରେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଂସ୍କାରମୂଳକ କାର୍ଯ୍ୟକୁ ଆଗେଇ ନେବା ସହ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଗବେଷଣା କାର୍ଯ୍ୟକୁ ପ୍ରାଥମିକତା ଦେବାକୁ ସରକାର ପରାମର୍ଶ ଦେଇଛନ୍ତି। ୬ଟି ବିଶ୍ୱବିଦ୍ୟାଳୟର ନବନିଯୁକ୍ତ କୁଳପତିମାନଙ୍କ ସହ ବୈଠକ କରି ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି ଯେ, ବିଶ୍ୱବିଦ୍ୟାଳୟଗୁଡ଼ିକୁ ଉତ୍କର୍ଷ ଶିକ୍ଷା କେନ୍ଦ୍ରରେ ପରିଣତ କରିବାକୁ ହେବ। ବିଶ୍ୱବିଦ୍ୟାଳୟ […]

utkal

utkal

Manoranjan Sial
  • Published: Friday, 11 December 2020
  • Updated: 11 December 2020, 11:11 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚଳିତମାସରେ ଦାୟିତ୍ୱ ଗ୍ରହଣ କରିଥିବା ରାଜ୍ୟର ୬ଟି ବିଶ୍ୱବିଦ୍ୟାଳୟର ନବନିଯୁକ୍ତ କୁଳପତିମାନଙ୍କ ସହ ଆଜି ରାଜ୍ୟ ସରକାର ବୈଠକ କରିଛନ୍ତି। ବୈଠକରେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଂସ୍କାରମୂଳକ କାର୍ଯ୍ୟକୁ ଆଗେଇ ନେବା ସହ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଗବେଷଣା କାର୍ଯ୍ୟକୁ ପ୍ରାଥମିକତା ଦେବାକୁ ସରକାର ପରାମର୍ଶ ଦେଇଛନ୍ତି।

୬ଟି ବିଶ୍ୱବିଦ୍ୟାଳୟର ନବନିଯୁକ୍ତ କୁଳପତିମାନଙ୍କ ସହ ବୈଠକ କରି ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି ଯେ, ବିଶ୍ୱବିଦ୍ୟାଳୟଗୁଡ଼ିକୁ ଉତ୍କର୍ଷ ଶିକ୍ଷା କେନ୍ଦ୍ରରେ ପରିଣତ କରିବାକୁ ହେବ। ବିଶ୍ୱବିଦ୍ୟାଳୟ ଓ ଏହାର ଅନୁବନ୍ଧିତ କଲେଜଗୁଡ଼ିକ ଯେପରି ନାକ୍ ମାନ୍ୟତା ପାଇପାରିବେ ସେ ଦିଗରେ ବିଶ୍ୱବିଦ୍ୟାଳୟଗୁଡ଼ିକ ଗୁରୁଦାୟିତ୍ୱ ତୁଲାଇବା ଆବଶ୍ୟକ। ରାଜ୍ୟରେ ଉଚ୍ଚଶିକ୍ଷାର ମାନବୃଦ୍ଧି ନିମନ୍ତେ ବିଭାଗଗୁଡ଼ିକ ଦ୍ୱାରା ନିଆଯାଇଥିବା ବିଭିନ୍ନ ସଂସ୍କାରମୂଳକ ପଦକ୍ଷେପର ସଫଳ ରୂପାୟନ ଦିଗରେ ପ୍ରତ୍ୟେକସ୍ତରରେ ଆନ୍ତରିକ ଉଦ୍ୟମ ହେବା ଆବଶ୍ୟକ। ମୋ କଲେଜ କାର୍ଯ୍ୟକ୍ରମକୁ ଅଧିକ କ୍ରିୟାଶୀଳ କରିବା ସହ ପୁରାତନ ଛାତ୍ରଛାତ୍ରୀଙ୍କୁ ଶିକ୍ଷାନୁଷ୍ଠାନର ଉନ୍ନତିରେ ସାମିଲ କରିବା ଦିଗରେ ସେ ଗୁରୁତ୍ୱ ଦେଇଛନ୍ତି।

କଲେଜରେ ଠିକ୍ ସମୟରେ ନାମଲେଖା, ପାଠ୍ୟକ୍ରମ ଶେଷ ଓ ନିର୍ଦ୍ଧାରିତ ସମୟରେ ପରୀକ୍ଷା ପରିଚାଳନା କରି ଫଳ ପ୍ରକାଶନ ଆଦି ଉପରେ କୁଳପତିମାନେ ଉଚିତ୍ ପଦକ୍ଷେପ ନେବାକୁ ମଧ୍ୟ ଶ୍ରୀ ସାହୁ କହିଛନ୍ତି। ଏକକ ପିଜି ପ୍ରବେଶିକ୍ଷା ପରୀକ୍ଷା, ପ୍ରୋକ୍ଟୋରିଆଲ ପ୍ରଥା, ମଡେଲ ସିଲାବସ୍ ଆଦି ଫଳପ୍ରଦ ହୋଇପାରିଛି। ଏକ ଉତ୍ତମ ଶୈକ୍ଷିକ ପରିବେଶ ଓ ଶୃଙ୍ଖଳା ମଧ୍ୟରେ ଛାତ୍ରଛାତ୍ରୀମାନଙ୍କ ଆଶା-ଆକାଂକ୍ଷା ପୂରଣ ଦିଗରେ କୁଳପତିମାନେ ଦୃଢ଼ ନେତୃତ୍ୱ ପ୍ରଦାନ କରିବାକୁ ସେ ଆହ୍ୱାନ ଦେଇଛନ୍ତି। କୁଳପତିମାନେ ମଧ୍ୟ ଆଲୋଚନାରେ ଭାଗ ନେଇ ନିଜର ସୁଚିନ୍ତିତ ମତାମତ ଦେଇଥିଲେ।

ଉତ୍କଳ ବିଶ୍ୱବିଦ୍ୟାଳୟ, ରମାଦେବୀ ବିଶ୍ୱବିଦ୍ୟାଳୟ, ଏଫଏମ୍ ବିଶ୍ୱବିଦ୍ୟାଳୟ,ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ, ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ, ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟର କୁଳପତିମାନେ ଓ ଉଚ୍ଚଶିକ୍ଷା ବିଭାଗର ବରିଷ୍ଠ ଅଧିକାରୀମାନେ ବୈଠକରେ ସାମିଲ ହୋଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story