କଟକ(ଓଡ଼ିଶା ରିପୋର୍ଟର): ଅଗ୍ନିକାଣ୍ଡରେ ଜୀବନ୍ତ ଦଗ୍ଧ ହୋଇଗଲେ ମାନସିକ ଅନଗ୍ରସର ଯୁବତୀ । କଟକ ସୂତାହାଟ ଖ୍ରିଷ୍ଟିଆନ ସାହିରେ ଗତକାଲି ବିଳମ୍ବିତ ରାତିରେ ଘଟିଥିଲା ଅଗ୍ନିକାଣ୍ଡ । ନିଆଁ କ୍ଷିପ୍ର ବେଗରେ ଚାରି ଆଡ଼କୁ ମାଡ଼ି ଯାଇଥିବା ବେଳେ ଏଥିରେ ଜିଅନ୍ତା ଜଳି ଯାଇଥିଲେ ୨୨ ବର୍ଷୀୟା ଲତିଫା ଶେଖ। ।
ଲତିଫା ଜଣେ ମାନସିକ ଅନଗ୍ରସର ଯୁବତୀ ହୋଇଥିବା ବେଳେ ଗତକାଲି ରାତିରେ ତାଙ୍କୁ ଘରେ ଛାଡ଼ି ବାପାମା’ ବାହାରକୁ ଯାଇଥିଲେ। ଏହି ସମୟରେ ହଠାତ୍ ନିଆଁ ଚାରିଆଡ଼କୁ ବ୍ୟାପିବାରୁ ସେ ଘରୁ ବାହାରି ନ ପାରି ଜିଅନ୍ତା ଜଳି ଯାଇଥିଲେ। ଖବର ପାଇ ଦମକଳ ବାହିନୀ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ପୁଲିସ ଶବ ବ୍ୟବଚ୍ଛେଦ ପାଇଁ ପଠାଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ।
ତେବେ କେଉଁ ପରିସ୍ଥିତିରେ ଅଗ୍ନିକାଣ୍ଡ ହୋଇଛି, ତାହା ସ୍ପଷ୍ଟ ହୋଇନି । ମୃତକଙ୍କ ପରିବାର ଲୋକେ ଭଡା ଘରେ ରହୁଥିବା ବେଳେ ଏଭଳି ଘଟଣା ଘଟିଥିବା ସୂଚନା ମିଳିଛି। ଏହା ଏକ ଦୁର୍ଘଟଣା ନା ସୁଚିନ୍ତିତ ହତ୍ୟାକାଣ୍ଡ ତାହା ଏଯାଏ ସ୍ପଷ୍ଟ ହୋଇ ନ ଥିବା ବେଳେ ପୁଲିସ୍ ତଦନ୍ତ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ପ୍ରଧାନମନ୍ତ୍ରୀ ମୋଦି କରିବେନି ରୋଡ୍ ଶୋ’, ରିପୋର୍ଟ କାର୍ଡ ଦେବେ ମୋହନ ସରକାର
ସ୍ୱାଧୀନତା ପରେ ପ୍ରଥମଥର ପାଇଁ ଓଡ଼ିଶାରେ ସର୍ବଭାରତୀୟ ପୁଲିସ ଡିଜି ସମ୍ମିଳନୀ ଆୟୋଜନ ହେଉଛି । ସମ୍ମିଳନୀର ଦ୍ୱିତୀୟ ଦିନ ଅର୍ଥାତ୍ ନଭେମ୍ବର ୩୦ତାରିଖରେ ପ୍ରଧାନମନ୍ତ୍ରୀ ଏହି ସମ୍ମିଳନୀରେ ଯୋଗ ଦେଇ ଡିସେମ୍ବର ୧ରେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ।
Jobs
ଆଗାମୀ ଦିନରେ ଫାୟାର ମ୍ୟାନ ପଦବୀରେ ନିଯୁକ୍ତ ହୋଇପାରନ୍ତି ମହିଳା
୮୨୬ ଜଣ ଆଗ୍ନିକ ଓ ୧୧୫ ଜଣ ଆଗ୍ନିକ ଗାଡିଚାଳକଙ୍କୁ ନିଯୁକ୍ତିପତ୍ର ପ୍ରଦାନ।
Crime
ପୁଲିସ୍ ଓ ଓକିଲ କହି ଟଙ୍କା ଆଦାୟ କରୁଥିଲେ ଦୁଇ ଯୁବକ
ଅଭିଯୋଗ ଅନୁସାରେ ଦୁଇ ଧ୍ରୁତ ହେଉଛନ୍ତି ନୟାଗଡ ଜିଲ୍ଲା ସରୋଡା ଗାଁର କାର୍ତ୍ତିକ ରାଉତରାୟ ଓ ଏକାନ ପାଣି। ଏମାନେ କୁଆଡେ ଜାନୁଆରୀ ୨୩ ତାରିଖରେ ଚାଲାଣଗୁଡା ସରପଞ୍ଚ ଇରମା ମାଢ଼ିଙ୍କୁ ଫୋନ୍ କରିଥିଲେ।
Politics
ନିର୍ବାଚନ ପୂର୍ବରୁ ବିଜେଡି ସରକାର ବାଣ୍ଟିଥିଲେ ୨୫୨କୋଟି ଟଙ୍କାର ଝୋଟବ୍ୟାଗ
ରାଜ୍ୟବାସୀ ବିଜେଡି ସରକାରକୁ ବାଏବାଏ କରି ବିଜେପି ସରକାରକୁ କ୍ଷମତାସୀନ କରିବା ପରେ ଏହି ତଥ୍ୟ ପଦାକୁ ଆସିଛି ।
Miscellaneous
ଯୁଦ୍ଧଭୂମିର ଭ୍ରମ; ପୁରୀରେ ଘୁଁ ଘୁଁ ଗର୍ଜନ କରୁଛନ୍ତି ଯୁଦ୍ଧ ଟ୍ୟାଙ୍କ
ବାହ୍ୟ ଶତ୍ରୁ ଆକ୍ରମଣର ମୁକାବିଲା ସହ ପରାକ୍ରମ ଦେଖାଇବାକୁ କେତେ ସଜାଗ ଭାରତୀୟ ନୌସେନା, ସେନେଇ ପ୍ରଦର୍ଶିତ ହେବ ଦୁଃସାହସିକ ରଣକୌଶଳ।