ଏହି ସବୁ ଜିଲ୍ଲା ପାଇଁ ଜାରି ହୋଇଛି ସତର୍କ ସୂଚନା; ହୋଇପାରେ ବର୍ଷା ଓ ଝଡ଼ତୋଫାନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ ଝଡ଼ତୋଫାନ ସହ ବର୍ଷା ହେବ। ଘଡ଼ଘଡ଼ି ବି ମାରିବ। ଏନେଇ ୧୮ଟି ଜିଲ୍ଲାକୁ ସକାଳ ୯ଟା ଯାଏ ସତର୍କ ରହିବା ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଉଛି- ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼ ଓ କନ୍ଧମାଳ।

rain

Tapaswini Nayak
  • Published: Wednesday, 05 September 2018
  • , Updated: 05 September 2018, 06:24 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ ଝଡ଼ତୋଫାନ ସହ ବର୍ଷା ହେବ। ଘଡ଼ଘଡ଼ି ବି ମାରିବ। ଏନେଇ ୧୮ଟି ଜିଲ୍ଲାକୁ ସକାଳ ୯ଟା ଯାଏ ସତର୍କ ରହିବା ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ସେହି ଜିଲ୍ଲାଗୁଡ଼ିକ ହେଉଛି- ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼ ଓ କନ୍ଧମାଳ।

Related story