ଆଜି ୪ ଜିଲ୍ଲାରେ ହୋଇପାରେ କାଳବୈଶାଖୀ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତ କିଛି ଦିନ ହେବ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତେବେ ଆଜି ୪ଟି ଜିଲ୍ଲାରେ ଧୂଳିଝଡ଼, କାଳବୈଶାଖୀ ବର୍ଷା ଓ ବଜ୍ରପାତ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି। ଏହି ଜିଲ୍ଲା ଗୁଡ଼ିକରେ ଅପରାହ୍ଣ ୩ଟା ୩୦ ଯାଏ ସତର୍କ ରହିବାକୁ କୁହାଯାଇଛି। ଏହି ମସୟରେ ହାଲ୍‌କା ବର୍ଷା ହେବା […]

lighting

lighting

Jyoshna Pradhan
  • Published: Tuesday, 21 May 2019
  • Updated: 21 May 2019, 02:04 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତ କିଛି ଦିନ ହେବ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତେବେ ଆଜି ୪ଟି ଜିଲ୍ଲାରେ ଧୂଳିଝଡ଼, କାଳବୈଶାଖୀ ବର୍ଷା ଓ ବଜ୍ରପାତ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି।

ଏହି ଜିଲ୍ଲା ଗୁଡ଼ିକରେ ଅପରାହ୍ଣ ୩ଟା ୩୦ ଯାଏ ସତର୍କ ରହିବାକୁ କୁହାଯାଇଛି। ଏହି ମସୟରେ ହାଲ୍‌କା ବର୍ଷା ହେବା ସହ ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos