ରାତି ୮ଟା ଭିତରେ କାଳବୈଶାଖୀ ବର୍ଷା ଓ ଘଡ଼ଘଡ଼ି ସମ୍ଭାବନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର) କାଳବୈଶାଖୀ ଭୟ। ଏନେଇ ୩ଟି ଜିଲ୍ଲାକୁ ସତର୍କ କରିଛି ପାଣିପାଗ ବିଭାଗ। ଆଜି ରାତି ୮ଟା ଭିତରେ ଗଞ୍ଜାମ, ଗଜପତି ଓ ନୟାଗଡ଼ ଜିଲ୍ଲାରେ ବର୍ଷା ସହ ପବନ ସମ୍ଭାବନା ରହିଛି। କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ସହ ବଜ୍ରପାତ ସମ୍ଭାବନା ଥିବା ଭୁବନେଶ୍ୱର ପାଣିପାଗ ବିଭାଗ ଆକଳନ କରିଛି।

Untitled-1-4

Untitled-1-4

Tapas Behera
  • Published: Wednesday, 13 March 2019
  • Updated: 13 March 2019, 06:13 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର) କାଳବୈଶାଖୀ ଭୟ। ଏନେଇ ୩ଟି ଜିଲ୍ଲାକୁ ସତର୍କ କରିଛି ପାଣିପାଗ ବିଭାଗ। ଆଜି ରାତି ୮ଟା ଭିତରେ ଗଞ୍ଜାମ, ଗଜପତି ଓ ନୟାଗଡ଼ ଜିଲ୍ଲାରେ ବର୍ଷା ସହ ପବନ ସମ୍ଭାବନା ରହିଛି। କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ସହ ବଜ୍ରପାତ ସମ୍ଭାବନା ଥିବା ଭୁବନେଶ୍ୱର ପାଣିପାଗ ବିଭାଗ ଆକଳନ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos