ଆସୁଛି ବର୍ଷା: ଚିନ୍ତାରେ ଚାଷୀ

<p>ଭୁବନେଶ୍ୱର: ମାଡ଼ି ଆସୁଛି ବର୍ଷା। ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଏକ ଲଘୁଚାପ। ଏହାର ପ୍ରଭାବରେ ୧୨ ତାରିଖରୁ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ତା&rsquo; ସହ ୧୫ ତାରିଖରୁ ଉପକୂଳ ଓଡ଼ିଶାରେ ବର୍ଷା &nbsp;ହୋଇପାରେ। ୧୮ ତାରିଖ ଯାଏଁ ଏଭଳି ପାଗ ଲାଗି ରହିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।</p> <p>ଏହି ସମୟରେ ପବନର ବେଗ ମଧ୍ୟ ଅଧିକ ରହିବ। ଏହି ଅଦିନିଆ ବର୍ଷା ଚାଷ ପାଇଁ ଅନୁକୂଳ ନୁହେଁ, ଅମଳ ହେବାକୁ ଥିବା ଧାନ କ୍ଷତିଗ୍ରସ୍ତ ହେବାର ସମ୍ଭାବନା ରହିଛି। ତେଣୁ ବର୍ଷାକୁ ନେଇ ଚିନ୍ତାରେ ପଡ଼ି ଯାଇଛନ୍ତି ଚାଷୀ ।</p>

Ordigital Desk
  • Published: Friday, 10 November 2017
  • Updated: 10 November 2017, 11:18 AM IST

Sports

Latest News

<p>ଭୁବନେଶ୍ୱର: ମାଡ଼ି ଆସୁଛି ବର୍ଷା। ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଏକ ଲଘୁଚାପ। ଏହାର ପ୍ରଭାବରେ ୧୨ ତାରିଖରୁ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ତା&rsquo; ସହ ୧୫ ତାରିଖରୁ ଉପକୂଳ ଓଡ଼ିଶାରେ ବର୍ଷା &nbsp;ହୋଇପାରେ। ୧୮ ତାରିଖ ଯାଏଁ ଏଭଳି ପାଗ ଲାଗି ରହିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।</p><p>ଏହି ସମୟରେ ପବନର ବେଗ ମଧ୍ୟ ଅଧିକ ରହିବ। ଏହି ଅଦିନିଆ ବର୍ଷା ଚାଷ ପାଇଁ ଅନୁକୂଳ ନୁହେଁ, ଅମଳ ହେବାକୁ ଥିବା ଧାନ କ୍ଷତିଗ୍ରସ୍ତ ହେବାର ସମ୍ଭାବନା ରହିଛି। ତେଣୁ ବର୍ଷାକୁ ନେଇ ଚିନ୍ତାରେ ପଡ଼ି ଯାଇଛନ୍ତି ଚାଷୀ ।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos