ଅପରାହ୍ନ ୫ଟା ଯାଏ ସତର୍କ ରୁହନ୍ତୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କିଛି ଦିନ ହେବ ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ବି କେତେକ ସ୍ଥାନରେ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଅପରାହ୍ନ ୫ଟା ଯାଏ ଘଡ଼ଘଡ଼ି ସହ ହାଲୁକା ବର୍ଷା ହେବା ସମ୍ଭାବନା ଥିବା କୁହାଯାଇଛି। ତେଣୁ ୧୨ଟି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଉଛି- କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଖୋର୍ଦ୍ଧା, କଟକ, ପୁରୀ, ନୟାଗଡ଼, ଜଗତସିଂହପୁର, […]

lighting

lighting

Jyoshna Pradhan
  • Published: Monday, 10 September 2018
  • Updated: 10 September 2018, 09:04 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କିଛି ଦିନ ହେବ ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ବି କେତେକ ସ୍ଥାନରେ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଅପରାହ୍ନ ୫ଟା ଯାଏ ଘଡ଼ଘଡ଼ି ସହ ହାଲୁକା ବର୍ଷା ହେବା ସମ୍ଭାବନା ଥିବା କୁହାଯାଇଛି।

ତେଣୁ ୧୨ଟି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଉଛି- କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଖୋର୍ଦ୍ଧା, କଟକ, ପୁରୀ, ନୟାଗଡ଼, ଜଗତସିଂହପୁର, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story