ଡିପ୍ ଡ୍ରିପେସନରେ ପରିଣତ ହେଲା ‘ଫନି’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭାରତ ମହାସାଗରର ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ‘ଫନି’ ଡିପ୍ ଡିପ୍ରେସନର ରୂପ ନେଇଛି। ଆଜି ସଂଧ୍ୟା ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବ। ୩୦ ତାରିଖ ସଂଧ୍ୟାରେ ଏହି ବାତ୍ୟା ଉତ୍ତର ତାମିଲନାଡ଼ୁ ଓ ଦକ୍ଷିଣ ଆନ୍ଧ୍ର ମଧ୍ୟରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ତେବେ ବାତ୍ୟାର ପ୍ରଭାବ ଓଡ଼ିଶା ଉପରେ ପଡ଼ି ନପାରେ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। […]

satellite-i

satellite-i

Tapaswini Nayak
  • Published: Saturday, 27 April 2019
  • Updated: 27 April 2019, 10:51 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭାରତ ମହାସାଗରର ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ‘ଫନି’ ଡିପ୍ ଡିପ୍ରେସନର ରୂପ ନେଇଛି। ଆଜି ସଂଧ୍ୟା ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବ। ୩୦ ତାରିଖ ସଂଧ୍ୟାରେ ଏହି ବାତ୍ୟା ଉତ୍ତର ତାମିଲନାଡ଼ୁ ଓ ଦକ୍ଷିଣ ଆନ୍ଧ୍ର ମଧ୍ୟରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ।

ତେବେ ବାତ୍ୟାର ପ୍ରଭାବ ଓଡ଼ିଶା ଉପରେ ପଡ଼ି ନପାରେ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ଘରୋଇ ପାଣିପାଗ ସଂସ୍ଥା ଆକ୍ୟୁ ୱେଦର ଅନୁମାନ କରିଛି ଯେ ଏହି ବାତ୍ୟାର ପ୍ରଭାବ ଆଶିଂକ ଭାବେ ପୂର୍ବ ଉପକୂଳରେ ପଡ଼ିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos