ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଶିଷ୍ଟ ଚିତ୍ରଶିଳ୍ପୀ ଯତୀନ ଦାସଙ୍କ ବିରୋଧରେ ବଢୁଛି ‘ମି-ଟୁ’ ଅଭିଯୋଗର ତାଲିକା। ଆଜି ଗାରୁଶା କାଟୋଚ୍ ନାମ୍ନୀ ଆଉ ଜଣେ ଯୁବତୀ ଯତୀନଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ୫ ବର୍ଷ ତଳେ ଯତୀନ ତାଙ୍କୁ ଯୌନ ନିର୍ଯାତନା ଦେଇଥିବା ସେ ନିଜ ଟ୍ୱିଟର ପେଜ୍ରେ ବିସ୍ତୃତ ଭାବେ ଉଲ୍ଲେଖ କରିଛନ୍ତି।
ଜେଡିସିଏରେ ଇଣ୍ଟର୍ନସିପ୍ କରିବା ବେଳେ ଯତୀନ ତାଙ୍କୁ ଘରକୁ ଡାକି ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ କରିଛନ୍ତି ଗାରୁଶା।
ଗାରୁଶାଙ୍କ ପୂର୍ବରୁ ଗତକାଲି ଯତୀନଙ୍କ ନାଁରେ ମହିଳା ଉଦ୍ୟୋଗୀ ତଥା ପରିବେଶବିତ ନିଶା ବୋରା ମଧ୍ୟ ସମାନ ଅଭିଯୋଗ ଆଣିଥିଲେ। ତେବେ ଅଭିଯୋଗକୁ ଗତକାଲି ଦୃଢ ଭାବେ ଖଣ୍ଡନ କରିଥିଲେ ଯତୀନ।
ସେପଟେ ଯତୀନଙ୍କ ଝିଅ ତଥା ଅଭିନେତ୍ରୀ ନନ୍ଦିତା ଦାସ ଏହି ପ୍ରସଙ୍ଗରେ ସୋଶାଲ୍ ମିଡିଆରେ ପ୍ରତିକ୍ରିୟା ରଖିଛନ୍ତି। ଫେସବୁକ୍ ପୋଷ୍ଟରେ ସେ ଉଲ୍ଲେଖ କରିଛନ୍ତି-“ପୂର୍ବରୁ ତାଙ୍କ ବାପା ଏ ଅଭିଯୋଗକୁ ଖଣ୍ଡନ କରିଛନ୍ତି। ଯଦି ବି କିଛି ଥାଏ, ତେବେ ସତ ନିଶ୍ଚୟ ସାମନାକୁ ଆସିବ।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ହାଇକୋର୍ଟଙ୍କ ସାଂଘାତିକ ରୁଲିଂ: ମୃତଦେହ ସହ ସେକ୍ସ କରିବା ଦୁଷ୍କର୍ମ ନୁହେଁ
ଜଣେ ନାବାଳିକାଙ୍କ ମୃତଦେହ ସହ ଦୁଷ୍କର୍ମ କରିବା ଅଭିଯୋଗରେ ନୀଲୁ ନାଗେଶ ନିକଟରେ ତଳ କୋର୍ଟରେ ଦୋଷମୁକ୍ତ ହୋଇଥିଲେ।
National
୫୦ ଲକ୍ଷ ଟଙ୍କା ଦେଲେ ପୁଷ୍ପା-୨ ନିର୍ମାତା; ଅଲ୍ଲୁ ଅର୍ଜୁନ ଦାୟୀ ନୁହନ୍ତି କହିଲେ ମୃତକଙ୍କ ସ୍ୱାମୀ
ଥାନାରେ କରିଥିବା ଅଭିଯୋଗ ମଧ୍ୟ ଉଠାଇନେବାକୁ ପ୍ରସ୍ତୁତ ଥିବା କହିଛନ୍ତି ମୃତ ମହିଳାଙ୍କ ସ୍ୱାମୀ। ପୁଅ ୨୦ ଦିନ ହେଲା କୋମାରେ, କିଛି ଜାଣିପାରୁନି।
National
ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଜଷ୍ଟିସ ଭି.ରାମସୁବ୍ରମଣ୍ୟମ
ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଭି. ରାମସୁବ୍ରମଣ୍ୟମଙ୍କୁ ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ଜଷ୍ଟିସ ଅରୁଣ କୁମାର ମିଶ୍ରଙ୍କ କାର୍ଯ୍ୟକାଳ ଚଳିତବର୍ଷ ଜୁନ ୧ରେ ଶେଷ ହୋଇଥିଲା।
National
ହସ୍ପିଟାଲ ବେଡରେ ବିନୋଦ କାମ୍ବଲି
ତାଙ୍କ ସ୍ୱାସ୍ଥାବସ୍ଥା ସ୍ଥିର ରହିଛି। କିନ୍ତୁ ଏବେ ସେ ବିପଦ ମୁକ୍ତ ହୋଇ ନଥିବା ଆଇଏଏନଏସ୍ ପକ୍ଷରୁ ଏକ୍ସରେ ସୂଚନା ଦିଆଯାଇଛି।
Education
ହଟିଲା କଟକଣା: ଏଣିକି ଫେଲ୍ ହେଲେ ଫେଲ୍
୫ମ ଓ ୮ମ ଶ୍ରେଣୀରେ ଫେଲ ହେଉଥିବା ପିଲାମାନଙ୍କୁ ଆଉ ଗୋଟିଏ ସୁଯୋଗ ଦିଆଯିବ। ସେମାନେ ୨ ମାସ ମଧ୍ୟରେ ପୁଣି ପରୀକ୍ଷାର ସୁଯୋଗ ପାଇପାରିବେ।