ଦଶମ ଶ୍ରେଣୀ ବହି ବଦଳିଲା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ବଦଳିଳା ଦଶମ ଶ୍ରେଣୀ ବହି। ୨୦୨୦-୨୧ ଶିକ୍ଷା ବର୍ଷ ପାଇଁ ଦଶମ ଶ୍ରେଣୀ ବହି ବଦଳିଲା। ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ୮ଟି ବହି ବଦଳିଥିବା ନେଇ ବୋର୍ଡ ସମ୍ପାଦକଙ୍କ ସୂଚନା ଦେଲେ। ୨୦୨୦-୨୧ରେ ରାଜ୍ୟ ବୋର୍ଡର ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନେ ନୂଆ ବହି ପଢ଼ିବେ। ମୋଟ ୧୪ଟି ବିଷୟରୁ ୮ଟି ବିଷୟ ବଦଳିଛି। ଲକଡାଉନ ପରେ ଏହି ବହି ବିକ୍ରି ହେବ ବୋଲି ସୂଚନା ଦିଆଯାଇଛି।

A-file-picture-of-Students-appearing-for-High-School-Certificate-exam

Tapas Behera
  • Published: Tuesday, 14 April 2020
  • , Updated: 14 April 2020, 09:02 PM IST

Related story