୧ରୁ ବର୍ଷିବ, ୩ରୁ ବଢ଼ିବ ଶୀତର ପ୍ରକୋପ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସମଗ୍ର ରାଜ୍ୟରେ ଶୀତର ପ୍ରକୋପ ଲାଗି ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ିଥିବା ବେଳେ କେତେକ ସ୍ଥାନରେ ତୁଷାରପାତ ମଧ୍ୟ ହେଉଛି। ଆହୁରି ୨ ଦିନ ସ୍ଥିତି ଏପରି ଅସମ୍ଭାଳ ରହିବ। ଆଉ ଏହା ପରେ ଜାନୁଆରୀ ପହିଲାରୁ ଉତ୍ତର ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ସୂଚନା ଅନୁଯାୟୀ, ୧ ତାରିଖ ଯାଏ […]

rain-1

rain-1

Niharika Rout
  • Published: Monday, 30 December 2019
  • Updated: 30 December 2019, 11:36 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସମଗ୍ର ରାଜ୍ୟରେ ଶୀତର ପ୍ରକୋପ ଲାଗି ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ିଥିବା ବେଳେ କେତେକ ସ୍ଥାନରେ ତୁଷାରପାତ ମଧ୍ୟ ହେଉଛି। ଆହୁରି ୨ ଦିନ ସ୍ଥିତି ଏପରି ଅସମ୍ଭାଳ ରହିବ। ଆଉ ଏହା ପରେ ଜାନୁଆରୀ ପହିଲାରୁ ଉତ୍ତର ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

ସୂଚନା ଅନୁଯାୟୀ, ୧ ତାରିଖ ଯାଏ ଶୀତ ଲହରୀ ଲାଗି ରହିବ। ୧ ଓ ୨ ତାରିଖରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୧ରେ ବରଗଡ଼, ନୂଆପଡ଼ା, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର,ଓ ଦେବଗଡ଼ରେ ଘଡ଼ଘଡ଼ି ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବ। ତେବେ ଅନ୍ୟ ଜିଲ୍ଲାଗୁଡ଼ିକରେ ପାଗ ଶୁଖିଲା ରହିବ।

ସେହିପରି ୨ ତାରିଖରେ ଉତ୍ତର ଓଡ଼ିଶାର କେତେକ ସ୍ଥାନ ସମେତ ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ଛାଡ଼ି ଯିବା ପରେ ୩ ତାରିଖରୁ ଥଣ୍ଡାର ପ୍ରକୋପ ଆହୁରି ବଢ଼ିବ। ୱେଷ୍ଟର୍ଣ୍ଣ ଡିଷ୍ଟରବାନସ୍‌ ଯୋଗୁ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ ବିଶେଷଜ୍ଞ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story