ବାଙ୍କୀ(ସଞ୍ଜୀନ ନାୟକ ): ଗତ ୧୫ରେ ବାରଙ୍ଗ ଥାନା ଗୁଆକୁଳିମୁଣ୍ଡିଆସ୍ଥିତ ଏକ ଆପାର୍ଟମେଣ୍ଟ ନିକଟରୁ ନିଖୋଜ ହୋଇଯାଇଥିବା ନାବାଳକ ଭୁବନେଶ୍ୱରରୁ ଉଦ୍ଧାର ହୋଇଛି। ଭୁବନେଶ୍ୱର ଇନ୍ଫୋସିଟି ଥାନା ଜରିମୁଣ୍ଡା ସାହିରୁ ନାବାଳକଙ୍କୁ ଉଦ୍ଧାର କରାଯାଇଥିବା କହିଛି ବାରଙ୍ଗ ପୋଲିସ।
ଗତ ୧୫ରେ ଗୁଆକୁଳିମୁଣ୍ଡିଆ ଗାଁରୁ ନାବାଳକ ନିଖୋଜ ହୋଇଯାଇଥିଲେ । ଏନେଇ ନାବାଳକଙ୍କ ମା’ ଗତ ୧୭ ତାରିଖରେ ଥାନାରେ ଅଭିଯୋଗ କରିଥିଲେ। ଏହାପରେ ପୁଲିସ୍ କଟକ ଓ ବାରଙ୍ଗ ଅଞ୍ଚଳରେ ଖୋଜାଖୋଜି ଆରମ୍ଭ କରିଥିଲା।
ନାବାଳକଜଣକ ଭୁବନେଶ୍ୱର ଶୀଖରଚଣ୍ଡି ଅଧୀନ ଜଡ଼ିମୁଣ୍ଡା ସାହି ନିକରେ ବୁଲୁଥିବା ଖବର ପାଇ ପୁଲିସ୍ ସେଠାରେ ପହଞ୍ଚି ଆଜି ନାବାଳକଙ୍କୁ ଉଦ୍ଧାର କରିଛି। ସମ୍ଘପୃକ୍ଟତ ନାବାଳକଙ୍କୁ ବାରଙ୍ଗ ଥାନାକୁ ନିଆଯାଇଛି। ସେଠାରେ ତାଙ୍କ ରେକର୍ଡ କରାଯିବା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ସୂଚନା ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।