ଓଡ଼ିଶାରେ ମୃଦୁ ଭୂମିକମ୍ପ ଅନୁଭୂତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) : ରାଜ୍ୟର ବିଭିନ୍ନ ଭାଗରେ ଗୁରୁବାର ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହି ଭୂମିକମ୍ପର ତୀବ୍ରତା ୩.୬ ବୋଲି ଆକଳନ କରାଯାଇଛି। ପାଣିପାଗ ବିଭାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ଅପରାହ୍ନ ୩ଟା ୦୩ ମିନିଟ୍ରେ ଭୂମିକମ୍ପ ଅନୁଭୂତ ହୋଇଛି। ଭୂମିକମ୍ପର କେନ୍ଦ୍ରସ୍ଥଳ ଅନୁଗୁଳ ଥିଲା। ଏହାର ପ୍ରଭାବ ବୌଦ୍ଧ, କଟକ, ଢେଙ୍କାନାଳ, ନୟାଗଡ଼ ଓ ଅନୁଗୁଳ ଜିଲ୍ଲାରେ ଅନୁଭୂତ ହୋଇଛି। ତେବେ ଏହି ଭୂମିକମ୍ପରେ କୌଣସି ସ୍ଥାନରେ କିଛି […]

earth quake

earth quake

Ordigital Desk
  • Published: Thursday, 09 August 2018
  • Updated: 09 August 2018, 06:59 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) : ରାଜ୍ୟର ବିଭିନ୍ନ ଭାଗରେ ଗୁରୁବାର ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହି ଭୂମିକମ୍ପର ତୀବ୍ରତା ୩.୬ ବୋଲି ଆକଳନ କରାଯାଇଛି। ପାଣିପାଗ ବିଭାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ଅପରାହ୍ନ ୩ଟା ୦୩ ମିନିଟ୍ରେ ଭୂମିକମ୍ପ ଅନୁଭୂତ ହୋଇଛି।
ଭୂମିକମ୍ପର କେନ୍ଦ୍ରସ୍ଥଳ ଅନୁଗୁଳ ଥିଲା। ଏହାର ପ୍ରଭାବ ବୌଦ୍ଧ, କଟକ, ଢେଙ୍କାନାଳ, ନୟାଗଡ଼ ଓ ଅନୁଗୁଳ ଜିଲ୍ଲାରେ ଅନୁଭୂତ ହୋଇଛି। ତେବେ ଏହି ଭୂମିକମ୍ପରେ କୌଣସି ସ୍ଥାନରେ କିଛି କ୍ଷୟକ୍ଷତି ହୋଇନଥିବା ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story