ଘାଟିରେ ଓଲଟି ପଡ଼ିଲା ମିନିଟ୍ରକ୍‌

ଗୁଣୁପୁର (ଇନ୍ଦ୍ରଜିତ୍ ପଣ୍ଡା): ରାୟଗଡ଼ା ଜିଲ୍ଲା କୋଲନରା ବ୍ଲକ୍‌ର ଝରଡ଼ି ଘାଟି ନିକଟରେ ଆଜି ଏକ ମିନିଟ୍ରକ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଏଥିରେ ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଥିବା ବେଳେ ୯ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ରାମନାଗୁଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସମସ୍ତ ଆହତ ଶ୍ରମିକ ଶ୍ରେଣୀର ବୋଲି ଜଣାପଡ଼ିଛି। ଦୁର୍ଘଟଣା ପରେ ଗାଡ଼ି ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ପୁଲିସ୍‌ ଘଟଣାର ତଦନ୍ତ କରୁଛି। ଆଜି ରାଜ୍ୟର ଆଉ ଦୁଇଟି […]

mini

mini

Jitendra Garnayak
  • Published: Tuesday, 22 January 2019
  • Updated: 22 January 2019, 01:17 PM IST

ଗୁଣୁପୁର (ଇନ୍ଦ୍ରଜିତ୍ ପଣ୍ଡା): ରାୟଗଡ଼ା ଜିଲ୍ଲା କୋଲନରା ବ୍ଲକ୍‌ର ଝରଡ଼ି ଘାଟି ନିକଟରେ ଆଜି ଏକ ମିନିଟ୍ରକ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଏଥିରେ ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଥିବା ବେଳେ ୯ ଜଣ ଆହତ ହୋଇଛନ୍ତି।

ଆହତମାନଙ୍କୁ ରାମନାଗୁଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ସମସ୍ତ ଆହତ ଶ୍ରମିକ ଶ୍ରେଣୀର ବୋଲି ଜଣାପଡ଼ିଛି।

ଦୁର୍ଘଟଣା ପରେ ଗାଡ଼ି ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ପୁଲିସ୍‌ ଘଟଣାର ତଦନ୍ତ କରୁଛି।

ଆଜି ରାଜ୍ୟର ଆଉ ଦୁଇଟି ସ୍ଥାନରେ ମଧ୍ୟ ଘାଟିରେ ଦୁର୍ଘଟଣା ଘଟିଛି। କନ୍ଧମାଳ ଜିଲ୍ଲାର ବ୍ରାହ୍ମଣୀଗାଁ ବଙ୍ଗଡ଼ଦୁଆ ଘାଟିରେ ମିନିଟ୍ରକ୍ ଓଲଟି ୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୦ରୁ ଅଧିକ ଲୋକ ଆହତ ହୋଇଛନ୍ତି।

ସେହିପରି କେନ୍ଦୁଝର ଜିଲ୍ଲା କାଞ୍ଜିପାଣି ଘାଟିର ମହାଦେବ ମନ୍ଦିର ପାଖରେ ଏକ ଅଟୋ ଓଲଟି ଅଟୋ ପଡ଼ିଛି। ଏଥିରେ ୭ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ତେଲକୋଇ ମେଡିକାଲରେ ଭର୍ତ୍ତି କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story