ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମାସିକ ଭତ୍ତା ପାଉଥିବା ହିତାଧିକାରୀଙ୍କୁ ମିଳିବ ଗ୍ରୀଷ୍ମକାଳୀନ ସହାୟତା। ମଧୁବାବୁ ପେନସନ ଓ ସାମାଜିକ ସୁରକ୍ଷା ସହାୟତା ହିତାଧିକାରୀ ଏହି ସୁବିଧା ପାଇବେ। ଏହି ହିତାଧିକାରୀମାନେ ପ୍ରତି ମାସରେ ୧୦୦ ଟଙ୍କା ଲେଖାଏ ପାଇବେ। ଏନେଇ ଆଜି ମନ୍ତ୍ରୀ ଅଶୋକ ପଣ୍ଡା ସୂଚନା ଦେଇଛନ୍ତି ।
ମୋଟ ୪୮ ଲକ୍ଷ ହିତାଧିକାରୀ ୧୦୦ ଟଙ୍କା ଲେଖାଏ ପାଇବେ। ମେ’ ମାସ ମଧ୍ୟରେ ସହାୟତା ବାବଦ ଅର୍ଥ ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି। ତେବେ କିନ୍ନରଙ୍କ ପାଇଁ କାର୍ଯ୍ୟ କରୁଥିବା ୧୧ଟି ଅନୁଷ୍ଠାନକୁ ମିଳିବ ୨ କୋଟି ୫୦ ଲକ୍ଷ ଟଙ୍କା ମିଳିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Culture & Literature
ବୈଷ୍ଣବ ଚରଣ ସାମଲ ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର
ଚଳିତ ବର୍ଷ ବିଶିଷ୍ଟ ସାହିତ୍ୟିକ ବୈଷ୍ଣବ ଚରଣ ସାମଲଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିବ ବୋଲି ଘୋଷଣା ହୋଇଛି। 'ଭୂତି ଭକ୍ତି ବିଭୂତି' ପ୍ରବନ୍ଧ ପୁସ୍ତକ ପାଇଁ ତାଙ୍କୁ ଏହି ପୁରସ୍କାର ମିଳିବ।
Accident
ଆଖି ପିଛୁଳାକେ ଲାଗିଲା ନିଆଁ; ଜଳିଗଲା ସାବୁନ ଫ୍ୟାକ୍ଟ୍ରି
ପୁରୀ ମଙ୍ଗଳାଘାଟରେ ଥିବା ଏକ ସାବୁନ ଫ୍ୟାକ୍ଟ୍ରିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଆଜି ମଧ୍ୟାହ୍ନ ସମୟରେ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି।
Crime
ବାଲି ମାଫିଆଙ୍କ ଗୁଣ୍ଡାରାଜ; ଆଇଆଇସିଙ୍କୁ ପିଟିଲେ, ଗାଡ଼ି ଭାଙ୍ଗିଲେ
ଆଇଆଇସିଙ୍କ ବେକ ଓ ପିଠିରେ ଗଭୀର ଆଘାତ ଲାଗିଛି।
Miscellaneous
ସିବିଆଇ ସହ ଲୁଚକାଳି ଖେଳ; ଭୁବନେଶ୍ୱରରେ ହାଜର ନ ହୋଇ ଦିଲ୍ଲୀରେ ବସିଥିଲେ ବିଷ୍ଣୁପଦ ସେଠୀ
ଯେଉଁ ସମୟରେ ବିଷ୍ଣୁପଦଙ୍କୁ ଭୁବନେଶ୍ୱର ସିବିଆଇ ଅଫିସରେ ହାଜର ପାଇଁ ସମନ ହୋଇଥିଲା ସେ ସମୟରେ ସେ ଦିଲ୍ଲୀରେ ଥିଲେ।
Accident
ତେଜ ଆଗ୍ରୋ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ; ଜଳିଗଲା କୋଟିଏ ଟଙ୍କାର ସାମଗ୍ରୀ
ଆଜି ଭୋରରୁ ଫ୍ୟାକ୍ଟ୍ରିରେ ନିଆଁ ଲାଗିଯାଇଥିଲା।