ଆଜି ବସିବ ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମନ୍ତ୍ରୀ ପରିଷଦ ବୈଠକ ବସିବ। ଏଥିରେ ଅତିରିକ୍ତ ବଜେଟ୍ ବ୍ୟୟ ବରାଦକୁ ମନ୍ତ୍ରୀ ପରିଷଦର ମଞ୍ଜୁରୀ ମିଳିବ। ଆସନ୍ତା ୧୩ରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେଉଥିବାରୁ ଏହି ବୈଠକର ଗୁରୁତ୍ୱ ରହିଛି। ବିଧାନସଭା ଅଧିବେଶନର ପ୍ରଥମ ଦିନରେ ଅତିରିକ୍ତ ବଜେଟ୍ ଆଗତ ହେବ।

naveen-patnaik

Jyoshna Pradhan
  • Published: Friday, 08 November 2019
  • , Updated: 08 November 2019, 08:10 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମନ୍ତ୍ରୀ ପରିଷଦ ବୈଠକ ବସିବ। ଏଥିରେ ଅତିରିକ୍ତ ବଜେଟ୍ ବ୍ୟୟ ବରାଦକୁ ମନ୍ତ୍ରୀ ପରିଷଦର ମଞ୍ଜୁରୀ ମିଳିବ।

ଆସନ୍ତା ୧୩ରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେଉଥିବାରୁ ଏହି ବୈଠକର ଗୁରୁତ୍ୱ ରହିଛି। ବିଧାନସଭା ଅଧିବେଶନର ପ୍ରଥମ ଦିନରେ ଅତିରିକ୍ତ ବଜେଟ୍ ଆଗତ ହେବ।

Related story