ରାଜାଙ୍କୁ କରୋନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କରୋନାରେ ଆକ୍ରାନ୍ତ । କରୋନା ପଜିଟିଭ ନେଇ ଟୁଇଟ୍‌ କରି ସୂଚନା ଦେଲେ ରଣେନ୍ଦ୍ର । ଲକ୍ଷଣ ନଥିଲା, ଡାକ୍ତରଙ୍କ ପରାମର୍ଶ କ୍ରମେ ହୋମ୍ ଆଇସୋଲେସନରେ ଅଛି । ଯେଉଁମାନେ ସଂସ୍ପର୍ଶରେ ଆସିଛନ୍ତି ତୁରନ୍ତ ଟେଷ୍ଟ କରାଇ ନିଅନ୍ତୁ ବୋଲି ସେ ଅନୁରୋଧ କରିଛନ୍ତି । ଏହା ପୂର୍ବରୁ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ , ମନ୍ତ୍ରୀ ଯଥା ସୁଶାନ୍ତ ସିଂ, ଅରୁଣ […]

raja-1-1

raja-1-1

Tapas Behera
  • Published: Friday, 11 September 2020
  • Updated: 11 September 2020, 07:51 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କରୋନାରେ ଆକ୍ରାନ୍ତ । କରୋନା ପଜିଟିଭ ନେଇ ଟୁଇଟ୍‌ କରି ସୂଚନା ଦେଲେ ରଣେନ୍ଦ୍ର । ଲକ୍ଷଣ ନଥିଲା, ଡାକ୍ତରଙ୍କ ପରାମର୍ଶ କ୍ରମେ ହୋମ୍ ଆଇସୋଲେସନରେ ଅଛି । ଯେଉଁମାନେ ସଂସ୍ପର୍ଶରେ ଆସିଛନ୍ତି ତୁରନ୍ତ ଟେଷ୍ଟ କରାଇ ନିଅନ୍ତୁ ବୋଲି ସେ ଅନୁରୋଧ କରିଛନ୍ତି ।
ଏହା ପୂର୍ବରୁ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ , ମନ୍ତ୍ରୀ ଯଥା ସୁଶାନ୍ତ ସିଂ, ଅରୁଣ ସାହୁ, ପଦ୍ମିନୀ ଦିଆନ୍ ଓ ଜ୍ୟୋତିପ୍ରକାଶ ପାଣିଗ୍ରାହୀ କରୋନା ସଂକ୍ରମିତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ କେବଳ ଶ୍ରୀ ସିଂ ଏବେ କରୋନାମୁକ୍ତ ହୋଇଥିବା ଜଣାପଡ଼ିଛି।

ସେହିପରି ବିଧାୟକଙ୍କ ମଧ୍ୟରେ ବିଜେପି ବିଧାୟକ ସୁକାନ୍ତ ନାୟକ, ବିଜେଡି ବିଧାୟକ ପ୍ରଶାନ୍ତ ବେହେରା ଓ ସୌମ୍ୟରଞ୍ଜନ ପଟ୍ଟନାୟକ କରୋନାରୁ ସୁସ୍ଥ ହୋଇଥିବାବେଳେ ବିଧାୟକ ପ୍ରଭୁ ଜାନି, ଭାଗିରଥୀ ସେଠୀ, ବିଷ୍ଣୁବ୍ରତ ରାଉତରାୟ, ସୁଶାନ୍ତ ରାଉତ, ପ୍ରଶାନ୍ତ ମୁଦୁଲି, ବ୍ୟୋମକେଶ ରାୟ, ସୁଧାଂଶୁ ଶେଖର ପରିଡ଼ା, ଶ୍ରୀକାନ୍ତ ସାହୁ, ସୁନନ୍ଦା ଦାସ, ସଞ୍ଜିବ ମଲ୍ଲିକ, ଦେବୀପ୍ରସାଦ ମିଶ୍ର, ଅନନ୍ତ ନାରାୟଣ ଜେନା, ପୀତମ ପାଢ଼ୀ, ସଦାଶିବ ପ୍ରଧାନୀ ଓ ବିକ୍ରମ ପଣ୍ଡା ଏବେ ଗୃହ ସଙ୍ଗେରୋଧରେ ଚିକିତ୍ସାଧୀନ ଅଛନ୍ତି।
ଏମାନଙ୍କ ବ୍ୟତୀତ ବିଜେଡିର ୨ ସାଂସଦ ରମେଶ ମାଝୀ ଓ ମଞ୍ଜୁଲତା ମଣ୍ଡଳ ଏବଂ ବିଜେପି ସାଂସଦ ସୁରେଶ ପୂଜାରୀ ମଧ୍ୟ କରୋନା ସଂକ୍ରମିତ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story