ଚିଲିକା ଉପରେ ହେଲିକପ୍ଟର ଉଡ଼ାଣ ପ୍ରସଙ୍ଗରେ ମନ୍ତ୍ରୀଙ୍କ ୟୁ-ଟର୍ଣ୍ଣ
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚିଲିକା ଉପରେ ହେଲିକପ୍ଟର ଉଡ଼ାଣ ପ୍ରସଙ୍ଗରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ ନିଜ କଥା ବଦଳାଇଛନ୍ତି।
ପ୍ରଥମେ ମନ୍ତ୍ରୀ କହିଥିଲେ, ଚିଲିକା ଉପରେ ହେଲିକପ୍ଟର ଉଡ଼ାଣ ଯୋଗୁ ଜୋରରେ ଶବ୍ଦ ହୋଇଥିଲା। ମତ୍ସ୍ୟଜୀବୀମାନେ ଭୟଭୀତ ହୋଇ ଯାଇଥିଲେ। ତେବେ ହେଲିକପ୍ଟର ଉଡ଼ାଇବା ଦ୍ୱାରା ଚିଲିକାର ଜୈବ ବିବିଧତା ନଷ୍ଟ ହେବାର ସ୍କୋପ୍ ନାହିଁ।
ଏହି ମନ୍ତବ୍ୟ ଦେବାର କିଛି ସମୟ ପରେ ମନ୍ତ୍ରୀ ଗଣମାଧ୍ୟମକୁ ଡାକି ନିଜର ମତ ବଦଳାଇଥିଲେ।
ତେବେ କାହିଁକି ଏବଂ କେଉଁ ପରିସ୍ଥିତିରେ ବିଜୟଶ୍ରୀ ରାଉତରାୟ ଏଭଳି ବୟାନ ବଦଳାଇଛନ୍ତି, ତାକୁ ନେଇ ଏବେ ଭିନ୍ନ ଭିନ୍ନ ଚର୍ଚ୍ଚା
ହେଉଛି।
Ordigital Desk
• Published: Wednesday, 19 September 2018
• Updated: 19 September 2018, 03:45 AM IST
Sports
Latest News
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚିଲିକା ଉପରେ ହେଲିକପ୍ଟର ଉଡ଼ାଣ ପ୍ରସଙ୍ଗରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ ନିଜ କଥା ବଦଳାଇଛନ୍ତି।
ପ୍ରଥମେ ମନ୍ତ୍ରୀ କହିଥିଲେ, ଚିଲିକା ଉପରେ ହେଲିକପ୍ଟର ଉଡ଼ାଣ ଯୋଗୁ ଜୋରରେ ଶବ୍ଦ ହୋଇଥିଲା। ମତ୍ସ୍ୟଜୀବୀମାନେ ଭୟଭୀତ ହୋଇ ଯାଇଥିଲେ। ତେବେ ହେଲିକପ୍ଟର ଉଡ଼ାଇବା ଦ୍ୱାରା ଚିଲିକାର ଜୈବ ବିବିଧତା ନଷ୍ଟ ହେବାର ସ୍କୋପ୍ ନାହିଁ।
ଏହି ମନ୍ତବ୍ୟ ଦେବାର କିଛି ସମୟ ପରେ ମନ୍ତ୍ରୀ ଗଣମାଧ୍ୟମକୁ ଡାକି ନିଜର ମତ ବଦଳାଇଥିଲେ।
ତେବେ କାହିଁକି ଏବଂ କେଉଁ ପରିସ୍ଥିତିରେ ବିଜୟଶ୍ରୀ ରାଉତରାୟ ଏଭଳି ବୟାନ ବଦଳାଇଛନ୍ତି, ତାକୁ ନେଇ ଏବେ ଭିନ୍ନ ଭିନ୍ନ ଚର୍ଚ୍ଚା
ହେଉଛି।
telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Trending
Photos
Videos