ମାସେ ଧରି ଷଷ୍ଠ ଶ୍ରେଣୀ ଛାତ୍ରୀକୁ ଗଣଦୁଷ୍କର୍ମ!

ସାଲେପୁର(ମନୋଜ କୁମାର ଆଚାର୍ଯ୍ୟ): ମରିଗଲା ମନସିକତା। ମାସେ ଧରି ଘର ଭିତରେ ଜଣେ ଷଷ୍ଠ ଶ୍ରେଣୀ ଛାତ୍ରୀକୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏପରି ଅଭିଯୋଗ ଆସିଛି ମାହାଙ୍ଗା ଥାନା ଅଞ୍ଚଳରୁ। ପୀଡ଼ିତାଙ୍କ ବଡ଼ ଭଉଣୀଙ୍କ ଅଭିଯୋଗ କ୍ରମେ ପୁଲିସ ମାମଲା ରୁଜୁ କରି ଜଣେ ଅଭିଯୁକ୍ତକୁ ଅଟକ ରଖିଛି। ପୂରା ଘଟଣା ଏମିତି। ଷଷ୍ଠ ଶ୍ରେଣୀରେ ପଢ଼ୁଥିବା ନାବାଳିକା ମା’ ସହ ଘରେ ରୁହନ୍ତି। ଦିନେ ମାଆଙ୍କ ଅନୁପସ୍ଥିତିରେ ୫ ଜଣ ଲୋକ ଘରେ ପଶି […]

rape

rape

Manoranjan Sial
  • Published: Friday, 30 April 2021
  • Updated: 30 April 2021, 07:07 PM IST

Sports

Latest News

ସାଲେପୁର(ମନୋଜ କୁମାର ଆଚାର୍ଯ୍ୟ): ମରିଗଲା ମନସିକତା। ମାସେ ଧରି ଘର ଭିତରେ ଜଣେ ଷଷ୍ଠ ଶ୍ରେଣୀ ଛାତ୍ରୀକୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏପରି ଅଭିଯୋଗ ଆସିଛି ମାହାଙ୍ଗା ଥାନା ଅଞ୍ଚଳରୁ। ପୀଡ଼ିତାଙ୍କ ବଡ଼ ଭଉଣୀଙ୍କ ଅଭିଯୋଗ କ୍ରମେ ପୁଲିସ ମାମଲା ରୁଜୁ କରି ଜଣେ ଅଭିଯୁକ୍ତକୁ ଅଟକ ରଖିଛି।

ପୂରା ଘଟଣା ଏମିତି। ଷଷ୍ଠ ଶ୍ରେଣୀରେ ପଢ଼ୁଥିବା ନାବାଳିକା ମା’ ସହ ଘରେ ରୁହନ୍ତି। ଦିନେ ମାଆଙ୍କ ଅନୁପସ୍ଥିତିରେ ୫ ଜଣ ଲୋକ ଘରେ ପଶି ଡରାଇ ଧମକାଇ ନାବାଳିକାକୁ ଜଣେ ପରେ ଜଣେ ଦୁଷ୍କର୍ମ କରିଥିଲେ। ଏ ସମ୍ପର୍କରେ କାହାକୁ କହିଲେ ଜୀବନରୁ ମାରିଦେବୁ ବୋଲି ସେମାନେ ଧମକ ଦେଇଥିଲେ। ଦିନେ କି ଦୁଇ ଦିନ ନୁହେଁ, ମାସାଧିକ କାଳ ନାବାଳିକାକୁ ତା’ ଘର ଭିତରେ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଥିଲା। ଝିଅଟି ଏ ସମ୍ପର୍କରେ ନିଜ ମାଆକୁ କହିଥିଲା। ହେଲେ ମାଆ ଥାନାରେ ଅଭିଯୋଗ କରିବା ପରିବର୍ତ୍ତେ ନୀରବ ରହିଥିଲେ।

ନାବାଳିକା ଜଣକ ଏ ମମ୍ପର୍କରେ ନଜ ବିବାହିତା ବଡ଼ ଭଉଣୀଙ୍କୁ (ରାଜ୍ୟ ବାହାରେ ରହୁଛନ୍ତି) ଫୋନ୍‌ରେ କହିଥିଲେ। ସାନ ଭଉଣୀର ଫୋନ୍‌ କଲ ପାଇ ଘରକୁ ଆସିଥିଲେ ବଡ଼ ଭଉଣୀ। ସାନ ଭଉଣୀଠାରୁ ସବୁ କଥା ଶୁଣିବା ପରେ ଏନେଇ ମାହାଙ୍ଗା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୁଲିସ ମାମଲା ରୁଜୁ କରି ଜଣେ ଅଭିଯୁକ୍ତକୁ ଅଟକ ରଖି ପଚରାଉଚରା କରୁଛି। ଅନ୍ୟ ଅଭିଯୁକ୍ତଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ଉ ଜାରି ରଖିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story