ପିଜୁଳି ଦେବା ବାହାନାରେ ନାବାଳିକାକୁ ଦୁଷ୍କର୍ମ!

ଝାରସୁଗୁଡ଼ା(ଓଡ଼ିଶା ରିପୋର୍ଟର): ପିଜୁଳି ଦେବା ବାହାନାରେ ୭ ବର୍ଷର ନାବାଳିକାକୁ ଜଣେ ଯୁବକ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଏପରି ଲଜ୍ଜା ଜନକ ଖବର ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ଥାନା ଅଞ୍ଚଳରୁ ଆସିଛି। ଏନେଇ ଅଭିଯୋଗ ହେବା ପରେ ପୁଲିସ ପକ୍ସୋ ଆକ୍ଟରେ ମାମଲା ରୁଜୁ କରି ଅଭିଯୁକ୍ତକୁ ଗିରଫ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଅଭିଯୋଗରୁ ପ୍ରକାଶ, ଗତକାଳି ଝିଅଟି ଗାଁ ଦାଣ୍ଡରେ ଖେଳୁଥିଲା। ଏହି ସମୟରେ ଅଭିଯୁକ୍ତ ଯୁବକ ଜଣକ ପିଜୁଳି ଦେବା […]

rape-in-khurda

rape-in-khurda

Manoranjan Sial
  • Published: Tuesday, 08 October 2019
  • Updated: 08 October 2019, 05:10 PM IST

Sports

Latest News

ଝାରସୁଗୁଡ଼ା(ଓଡ଼ିଶା ରିପୋର୍ଟର): ପିଜୁଳି ଦେବା ବାହାନାରେ ୭ ବର୍ଷର ନାବାଳିକାକୁ ଜଣେ ଯୁବକ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଏପରି ଲଜ୍ଜା ଜନକ ଖବର ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ଥାନା ଅଞ୍ଚଳରୁ ଆସିଛି। ଏନେଇ ଅଭିଯୋଗ ହେବା ପରେ ପୁଲିସ ପକ୍ସୋ ଆକ୍ଟରେ ମାମଲା ରୁଜୁ କରି ଅଭିଯୁକ୍ତକୁ ଗିରଫ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ଅଭିଯୋଗରୁ ପ୍ରକାଶ, ଗତକାଳି ଝିଅଟି ଗାଁ ଦାଣ୍ଡରେ ଖେଳୁଥିଲା। ଏହି ସମୟରେ ଅଭିଯୁକ୍ତ ଯୁବକ ଜଣକ ପିଜୁଳି ଦେବା ବାହାନାରେ ତାକୁ ଡାକି ନେଇଥିଲା। ପରେ ଦୁଷ୍କର୍ମ କରି ପଳାଇ ଯାଇଥିଲା। ନାବାଳିକାକୁ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଆଜି ପରିବାର ଲୋକେ ଏନେଇ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୁଲିସ ପକ୍ସୋ ଆକ୍ଟରେ ମାମଲା ରୁଜୁ କରି ଅଭିଯୁକ୍ତକୁ ଗିରଫ କରିଛି। ଚାଇଲ୍‌ଡ୍‌ ଲାଇନ୍‌ ଓ ପୁଲିସ ମିଳିତ ଭାବେ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story