ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

ବାଲେଶ୍ୱର (ରଶ୍ମୀ ରଞ୍ଜନ ଦାସ ): ବାଲେଶ୍ୱର ଶିଳ୍ପାଞ୍ଚଳ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଗାଁର ଜଣେ ଯୁବକ ନାବାଳିକାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ନାବାଳିକାଙ୍କ ମା’ ଏହି ଅଭିଯୋଗ କରିଛନ୍ତି। ଅଭିଯୁକ୍ତଙ୍କ ନାଁ ବିଟୁ ବଧୁକ। ଗତ ସୋମବାର ଘରେ ଏକ ମେଳା ଚାଲିଥିବା ବେଳେ ଅଭିଯୁକ୍ତ ଝିଅଟିକୁ ଡାକି ନେଇ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ନାବାଳିକାଙ୍କ ମା’ ଏନେଇ ଥାନାରେ ଅଭିଯୋଗ କରିବା ପରେ ଗତକାଲି […]

rape

Tapaswini Nayak
  • Published: Thursday, 28 March 2019
  • , Updated: 28 March 2019, 10:34 AM IST

ବାଲେଶ୍ୱର (ରଶ୍ମୀ ରଞ୍ଜନ ଦାସ ): ବାଲେଶ୍ୱର ଶିଳ୍ପାଞ୍ଚଳ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଗାଁର ଜଣେ ଯୁବକ ନାବାଳିକାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ନାବାଳିକାଙ୍କ ମା’ ଏହି ଅଭିଯୋଗ କରିଛନ୍ତି। ଅଭିଯୁକ୍ତଙ୍କ ନାଁ ବିଟୁ ବଧୁକ।

ଗତ ସୋମବାର ଘରେ ଏକ ମେଳା ଚାଲିଥିବା ବେଳେ ଅଭିଯୁକ୍ତ ଝିଅଟିକୁ ଡାକି ନେଇ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି।

ନାବାଳିକାଙ୍କ ମା’ ଏନେଇ ଥାନାରେ ଅଭିଯୋଗ କରିବା ପରେ ଗତକାଲି ରାତିରେ ପୁଲିସ୍ ଅଭିଯୁକ୍ତକୁ ନେଇ ପଚରାଉଚରା କରୁଛି।

Related story