ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରରେ ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ ମାମଲାର ଖୋଳତାଡ଼ ଆରମ୍ଭ କରିଛିକମିଶନରେଟ୍ ପୁଲିସ୍ । ଏ ସଂପର୍କରେ ଗତ ଅଗଷ୍ଟ ୩୦ ତାରିଖରେ ମହିଳାଜଣକ ଥାନାରେ ଅଭିଯୋଗ କରିଥିଲେ ।
ଗତ ମାର୍ଚ୍ଚ ଓ ଏପ୍ରିଲରେ ତାଙ୍କ ନାବାଳିକା ଝିଅ ଦୁଷ୍କର୍ମର ଶିକାର ହୋଇଥିବାମହିଳାଜଣଙ୍କ ଲିଖିତ ଅଭିଯୋଗ କରିଥିଲେ। ଏହାକୁ ଆଧାର କରି ମହିଳା ଥାନାରେ ମାମଲା ରୁଜୁ କରାଯାଇଥିଲା। ବୟାନ ରେକର୍ଡ ବେଳେ ମହିଳାଜଣକ ଏକ ବୈଦ୍ୟୁତିକ ଗଣମାଧ୍ୟମର ୨ କର୍ମଚାରୀ, ଦୁଇ ସୁରକ୍ଷା କର୍ମଚାରୀ, ଜନୈକି ପୁଲିସ୍ କର୍ମଚାରୀ ଓ ତାଙ୍କର ଦୁଇ ସହଯୋଗୀ ସଂପୃକ୍ତ ଥିବା ଉଲ୍ଲେଖ କରିଥିଲେ।
ଏହି ଅଭିଯୋଗ ଆଧାରରେ ମହିଳା ଥାନାରେ ଆଇପିସିର ବିଭିନ୍ନ ଧାରା ଓ ପୋକ୍ସୋ ଆକ୍ଟ ଅନୁଯାୟୀ କେଶ୍ ରୁଜୁ ହୋଇଛି ।ମାମଲାକୁ ଗମ୍ଭୀରତାର ସହ ନିଆଯାଇଛି, ତଦନ୍ତ ପାଇଁ ସ୍ୱତନ୍ତ୍ର ଟିମ୍ ହୋଇଛି। ସମସ୍ତ ଦିଗକୁ ନେଇ ଗମ୍ଭୀରତାର ସହ ତଦନ୍ତ କରାଯାଉଥିବା ଭୁବନେଶ୍ୱର ଡିସିପି ଉମାଶଙ୍କର ଦାସ ସୂଚନା ଦେଇଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।